ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ କମ୍ପାନୀର…

ଅଙ୍ଗନଓ୍ବାଡି କର୍ମୀଙ୍କ ସିଡିପିଓ ଅଫିସ ଘେରାଉ

ଲୋଇସିଂହା,୬।୯(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସିଡିପିଓ ଜ୍ୟୋତିର୍ମୟୀ ନାଏକ ଜନୈକ କର୍ମୀଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶୁକ୍ରବାର ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସିଡିପିଓ କାର୍ଯ୍ୟାଳୟ…

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ ଦିନରେ…

କେନିଆରେ ଛୁଟି ମନାଉଛନ୍ତି ଆଲିଆ-ରଣବୀର

ଆଲିଆ ଭଟ୍ଟ- ରଣବୀର କପୁରଙ୍କ ରିଲେସନ୍‌ଶିପ୍‌କୁ ନେଇ ବଲିଉଡ୍‌ରେ ଖୁବ୍‌ ଚର୍ଚ୍ଚା ଚାଲିଛି। ଏବେ ଏହି ଦୁଇଜଣ କେନିଆରେ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ…

କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ

କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ ୧୫୫.୪…

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ…

ଗାଁ ଯୁବକଙ୍କ ପ୍ରଚେଷ୍ଟାରେ ରାସ୍ତା ପାର୍ଶ୍ୱରୁ ହଟିଲା ଆବର୍ଜନା

ଗଞ୍ଜାମ,୬।୯(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମର ଉତ୍ସାହୀ ଯୁବକମାନେ ଶୁକ୍ରବାର ସକାଳୁ ବନ୍ଧ ଏବଂ ରାସ୍ତାରୁ ଅଳିଆ ଆବର୍ଜନା ହଟାଇବାରେ ଲାଗିପଡ଼ିଛନ୍ତି। ଗ୍ରାମ କୋଠଘର…

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ନଦୀରେ ଭାସିଗଲେ ବୃଦ୍ଧା: ୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଣ୍ଟେଇଯୋଡ଼ି ନଦୀରେ ଭାସିଯାଇ ଶୁକ୍ରବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗାଁର…