ନୂଆପଡାକୁ ଦୁର୍ଘଟଣାମୁକ୍ତ ସହର କରାଯିବ: ସଚେତନତା ପାଇଁ ବାହାରିଲା ପୋଲିସ

ନୂଆପଡା ଅଫିସ,୬ା୯-ରାଜ୍ୟର ଉପାନ୍ତ ତଥା ପଡୋଶୀ ଛତିଶଗଡ ସୀମାନ୍ତବର୍ତ୍ତୀ ନୂଆପଡା ଜିଲାରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ବହୁ ମୂଲ୍ୟବାନ ଜୀବନ ହାନି ଘଟୁଛି । ଅନ୍ୟପକ୍ଷେ…

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ…

ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ

ଭବାନୀପାଟଣା,୬।୯(ଡି.ଏନ.ଏ.)-ଭବାନୀପାଟନା ପୌରପାଳିକା ବିଜୁ ଯୁବବାହିନୀ ତରଫରୁ ଗୁରୁବାର ଗୁରୁଦିବସଠାରୁ ସବୁଜବନାନୀ ଚାରାରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଗୁରୁବାର ସ୍ଥାନୀୟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମଝିପଡାଠାରେ ବିଜୁ ଯୁବବାହିନୀ,…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟାକାରୀଙ୍କୁ ଗିରଫ ଦାବିରେ ୩ ଘଣ୍ଟା ରାସ୍ତାରୋକୋ

ନୂଆପଡା ଅଫିସ/ତରବୋଡ/କୋମନା,୬।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ତରବୋଡ ଫାଣ୍ଡି ସଦର ଗାଁ ବଜାର ମଧ୍ୟରେ ଏକ କୁଡିଆ ଘରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଫ୍ଲାଟ୍‌ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ : ବିଲଡର୍‌ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ):ରାଜଧାନୀରେ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ଫ୍ଲାଟ୍‌ ଯୋଗାଇ ଦେବା ଆଳରେ ୨ କୋଟି ୧୦ ଲକ୍ଷ ଟଙ୍କା ଠକେଇ କରିଥିବା ବିଲଡର୍‌ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର…

ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଦିଲ୍ଲୀର କନ୍ନଟପ୍ଲେସ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ ପାଇଁ…

ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ…

ଐତିହ୍ୟ ଶିଶୁପାଳଗଡ଼ କାଟି କଲେ ରାସ୍ତା

ପୁରୁଣା ଭୁବନେଶ୍ୱର,୬।୯(ଡି.ଏନ.ଏ.) : ଏକଦା ଐତିହ୍ୟ ଶିଶୁପାଳଗଡ ଏ୫୬୨. ୬୦୦ ଡିସିମିଲରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ଥିବାବେଳେ ଏବେ ମାତ୍ର ଏ.୦.୭୭୭ ଡିସିମିଲରେ ଏହା ରହିଛି। ସମ୍ପ୍ରତି…

ସଫଳ ଶିକ୍ଷକ ଭିତରେ ଛାତ୍ରର ପ୍ରତ୍ୟାଶା ରହିଥାଏ

ବଲାଙ୍ଗୀର ଅଫିସ, ୬ା୯ - ବଲାଙ୍ଗୀର ରୋଟାରୀ କ୍ଳବ ଅଫ୍‌ ଇଲିଟ୍‌ ପକ୍ଷରୁ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଗୁରୁଦିବସ ପାଳନ କରାଯାଇଛି…