ଜୋହାନ୍ସବର୍ଗ,୫।୯(ପିଟି): ଆସନ୍ତା ୧୫ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍ ଲାଗି ଘୋଷିତ ଦକ୍ଷିଣ ଆଫ୍ରିକା ଦଳରେ ପରିବର୍ତ୍ତନ ହୋଇଛି। ପୂର୍ବରୁ…
ଯୋଡ଼ା,୫।୯(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ୫୨୦ନଂ. ଜାତୀୟ ରାଜପଥରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡ଼ୁଥିବା ଦେଖିବାକୁ ମିଳିଛି।…
ଚଟୋଗ୍ରାମ,୫।୯: ଆଫଗାନିସ୍ତାନ ଅଧିନାୟକ ରସିଦ ଖାନ୍ ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମ୍ରେ ଗୁରୁବାରଠାରୁ ବାଂଲାଦେଶ ବିପକ୍ଷ…
ନୂଆଦିଲ୍ଲୀ,୫।୯(ପିଟି): ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦା ହୋଇଛନ୍ତି ସନ୍ତରଣ କୋଚ୍। ଘଟଣାର ଭିଡିଓ ଭାଇରାଲ ହୋଇଥିବାରୁ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କୋଚ୍ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ…
ମୁମ୍ବାଇ: ବଲିଉଡ୍ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍ ଫେଷ୍ଟିଭାଲରେ ସମ୍ମାନିତ କରାଯିବ। ଏହି…
କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…
କଟକ ଖପୁରିଆ ଛକଠାରୁ ନୂଆପଡ଼ା ଛକ ରାସ୍ତାପାର୍ଶ୍ୱରେ ଥିବା ଜବରଦଖଲକୁ ସିଏମ୍ସି ପକ୍ଷରୁ ଉଚ୍ଛେଦ କରାଯାଉଛି।
ଗୁରୁଦିବସ ଉପଲକ୍ଷେ ୟୁନିଟ-୩ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପିଲାମାନେ ଗୁରୁଙ୍କୁ ପୂଜା କରୁଛନ୍ତି।
ପିଆଜର ଅହେତୁକ ଦରବୃଦ୍ଧି ବିରୋଧରେ ସିପିଆଇ ପକ୍ଷରୁ ରାଜମହଲ ଛକରେ ବିକ୍ଷୋଭ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ନିମନ୍ତେ ରଖାଯାଇଥିବା ସର୍ବଦଳୀୟ ଶୋକସଭାରେ ରାଜ୍ୟପାଳ ଗଣେଶୀ ଲାଲ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି।