ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର କରି…

ମିମ୍‌ ପାଲଟିଲା କୋହଲିଙ୍କ ଲାଟେଷ୍ଟ ଫଟୋ

ନୂଆଦିଲ୍ଲୀ,୫।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଟୁଇଟରରେ ନିଜର ବିନା ପୋଷାକ ଫଟୋ ଶେୟାର କରିଛନ୍ତି। ଏହି ପୋଷ୍ଟର ମଜା ଉଠାଇଛନ୍ତି ଭାରତୀୟ ପ୍ରଶଂସକମାନେ। ନିକଟରେ…

ସ୍କୁଲର ମାସିକ ବିଦ୍ୟୁତ୍‌ ବିଲ୍‌ ୬୧୮.୫ କୋଟି ଟଙ୍କା, ଶିକ୍ଷକ ଦେଖି ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୫।୯: ଉତ୍ତର ପ୍ରଦେଶର ବାରାଣସୀର ବିନାୟକା ସହରରେ ଥିବା ଓ-ଗ୍ରେଭ ପବ୍ଲିକ ସ୍କୁଲରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏକ ବିଲ୍‌ ପଠାଯାଇଛି। ଯାହାକୁ ଦେଖି ସ୍କୁଲ କର୍ତ୍ତୃପକ୍ଷ…

ଫେରସ୍ତ ମିଳିବ ଜରିମାନା ଟଙ୍କା, ମୋବାଇଲରେ ରଖି ପାରିବେ ଗାଡ଼ି କାଗଜପତ୍ରର କପି

ଭୁବନେଶ୍ୱର,୫।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପି ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରଠାରୁ ଚାଲିଛି ଧରପଗଡ଼। ନିୟମ ଉଲ୍ଲଂଘନକାରୀ ଗଣୁଛନ୍ତି ତଣ୍ଡ। ତେବେ ଏହି ଆଇନ…

ନିଜେ ପଢିବି, ନିଜକୁ ଗଢିବି

ମାଲକାନଗିରି, ୫।୯(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ଗୁଣାତ୍ମକ ଶିକ୍ଷା ନିମନ୍ତେ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ଯୋଜନା ପରେ ଯୋଜନା ପ୍ରସ୍ତୁତ କରୁଛନ୍ତି। ମଧ୍ୟାହ୍ନ ଭୋଜନ,…

ରାନୁଙ୍କୁ ସହିପାରୁନାହାନ୍ତି ଲତା ମଙ୍ଗେସକର: ସୋସିଆଲ୍‌ ମିଡିଆରେ ଚର୍ଚ୍ଚା

ଦିଲ୍ଲୀରୁ ପଲ୍ଲୀ। ସବୁଠି ଏବେ ରାନୁ ମଣ୍ଡଳଙ୍କ ସୁମଧୁର କଣ୍ଠସ୍ବରର ଚର୍ଚ୍ଚା। ଭାଗ୍ୟ କିଭଳି ମଣିଷକୁ ରାସ୍ତାରୁ ନେଇ ସିଂହାସନରେ ବସାଇଦିଏ ତାହାର ଏକ ଜ୍ବଳନ୍ତ ଉଦାହରଣ…

ଅହମ୍ମଦାଦରେ ଭୁଶୁଡିଲା ୩ମହଲା କୋଠା

ଅହମ୍ମଦାବାଦ,୫।୯: ଗୁଜରାଟ ଅହମ୍ମଦାବାଦ ଅମରାଇଓ୍ବାଡିରେ ଗୁରୁବାର ଦ୍ୱିପହରରେ ଏକ ୩ମହଲା ବିଶିଷ୍ଟ କୋଠା ଘର ଭୁଶୁଡିପଡ଼ିଛି। ଘରର କାନ୍ଥ ପଡ଼ିବାରୁ ଏହାର ଭଗ୍ନାବଶେଷ ତଳେ ବହୁ ଲୋକ…

ବିଜୁଳି ଚୋରି ଧରାଇଲେ ମିଳିବ ପୁରସ୍କାର, ନାମ ଗୋପନ ରହିବ

ଭୁବନେଶ୍ୱର,୫।୯(ବ୍ୟୁରୋ): ଏଣିକି ବିଜୁଳି ଚୋରି ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ମିଳିବ ଆର୍ଥିକ ପୁରସ୍କାର। ଯେଉଁମାନେ ବିଜୁଳି ଚୋରି କରୁଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ଆଦାୟ…

ଗୁରୁଦିବସରେ ଶିକ୍ଷୟିତ୍ରୀ,ଶିକ୍ଷକ ସମ୍ବର୍ଦ୍ଧିତ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗୟାଧର ସାହୁ ସ୍ମୃତି ସଂସଦ ଆନୁକୂଲ୍ୟରେ ପବିତ୍ର ଗୁରୁଦିବସ ଅବସରରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ୭ ଜଣ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ…

ଭାରତ ବିରୋଧରେ ଯାଇ ଅଣ୍ଡାମାଡ଼ ଖାଇଲେ ପାକିସ୍ତାନ ନେତା

ଲଣ୍ଡନ,୫।୯: କଶ୍ମୀର ପ୍ରସଙ୍ଗକୁ କୌଣସି ସ୍ଥିତିରେ ହାତଛଡ଼ା କରିବାକୁ ଚାହୁଁ ନାହିଁ ପାକିସ୍ତାନ। ଏଥିପାଇଁ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରସଙ୍ଗ ଉଠାଇବା ସହ ଆଶ୍ୱାସନା ପାଇବାକୁ ଚେଷ୍ଟା…