୧୪ରୁ ଭାଜପା ପାଳିବ ସେବା ସପ୍ତାହ

ଭୁବନେଶ୍ୱର,୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହକୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରିବ ଭାଜପା। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ୧୭ ସେପ୍ଟେମ୍ବରରେ ପଡୁଛି। ତେଣୁ ଭାଜପା…

୬ ଆଇଏସ୍‌ ଆତଙ୍କବାଦୀ ନିହତ

କରାଚୀ, ୫ା୯(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ଅନ୍ତର୍ଗତ କ୍ୱେଟ୍ଟାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଆଇଏସ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ଅପରେଶନରେ ଜଣେ କର୍ମଚାରୀ…

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ…

ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ

ଗ୍ବାଲିୟର,୫ା୯: ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କମଳନାଥ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ଆବଶ୍ୟକ ବୋଲି ଦଳର ସାଧାରଣ ସମ୍ପାଦକ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର…

ସନ୍ତାନଙ୍କ ଦୀର୍ଘଜୀବନ କାମନାରେ ଷଠିଓଷା: ମନେପଡେ ମା’ର ବଜ୍ରମୂଳି ମାଡ଼

ଖଣ୍ଡପଡ଼ା,୫ା୯(ସ୍ବ.ପ୍ର.): ଓଡିଶାର ପୁରପଲ୍ଲୀରେ ଷଠିଓଷା ଧୁମ୍‌ଧାମରେ ପାଳନ କରାଯାଏ ା ସନ୍ତାନଙ୍କ ଦୀର୍ଘଜୀବନ କାମନା କରି ମା’ମାନେ ଏହି ଓଷା ପାଳନ କରିଥାନ୍ତି। ବୁଧବାର ପବିତ୍ର ଷଠିଓଷା…

ଗିରଫ ଲଶ୍କର ଆତଙ୍କବାଦୀ ମାନିଲେ: ପାକ୍‌ ସହାୟତାରେ ଅନୁପ୍ରବେଶ କରିଥିଲେ

ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ ଆକ୍ରମଣ…

ଜାଲ ଜମିପଟ୍ଟା ଖାରଜ ପରେ ନାହିଁ କାର୍ଯ୍ୟାନୁଷ୍ଠାନ : ନୂଆ ପଟ୍ଟା ପ୍ରଦାନ କରି ପ୍ରଶାସନ ଚୁପ୍‌

ରଣପୁର,୫ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲରେ ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ କରାଯାଇଥିବା ପ୍ରମାଣ ମିଳିବା ପରେ ତହସିଲ ପକ୍ଷରୁ ଜମି ପଟ୍ଟା ଖାରଜ କରାଯାଇ ନୂଆ…

କଶ୍ମୀର ନିଷ୍ପତ୍ତି ସମ୍ପର୍କରେ ପୁଟିନଙ୍କୁ ଜଣାଇଲେ ମୋଦି: ମିଥ୍ୟା ପ୍ରସାର କରୁଛି ପାକ୍‌

ଭ୍ଲାଡିଭୋଷ୍ଟକ୍‌,୫ା୯: ଜମ୍ମୁ-କଶ୍ମୀର ମାମଲାରେ ହସ୍ତକ୍ଷେପ କରିବା ପାଇଁ ପାକିସ୍ତାନର ଅନୁରୋଧକୁ ରୁଷିଆ ପ୍ରତ୍ୟାଖ୍ୟାନ କରିଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଧନ୍ୟବାଦ…

୩ ଗ୍ରାମରେ ବିଦ୍ୟୁତ୍‌ ସମସ୍ୟା: ସେସୁ କାର୍ଯ୍ୟାଳୟ ଘେରିଲେ ଆଦିବାସୀ ଲୋକେ

ନୂଆଗାଁ,୫ା୯ (ଡି.ଏନ.ଏ.): ବିଦ୍ୟୁତ୍‌ ସମସ୍ୟା ନେଇ ବୁଧବାର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସାନଜିରି, ବଡଜିରି ଓ ତାକୁଡା ଗ୍ରାମର ୫୦ରୁ ଉର୍ଦ୍ଧ୍ୱ ଆଦିବାସୀ…

୧୪ ଦଫା ଦାବିରେ ଆଶାକର୍ମୀଙ୍କ ବିକ୍ଷୋଭ

ନୟାଗଡ଼ ଅଫିସ,୫ା୯- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣନୀତିର ପ୍ରତିବାଦ ଏବଂ ଆଶାକର୍ମୀମାନଙ୍କ ବିଭିନ୍ନ ଦାବି ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ବୁଧବାର…