ନିଖୋଜ ବୃଦ୍ଧଙ୍କ ମୃତଦେହ ବୈତରଣୀରୁ ଉଦ୍ଧାର

ଭଣ୍ଡାରିପୋଖରୀ,୪।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମାଳଦା ପଞ୍ଚାୟତ ରଘୁନାଥପୁର ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ବୈତରଣୀ କୂଳରୁ ପୋଲିସ ଜବତ କରିଛି। ସୂଚନାଯୋଗ୍ୟ,…

ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଗସ୍ତକୁ ବାତିଲ କଲା ଭାରତ

ନୂଆଦିଲ୍ଲୀ, ୪।୯: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ସେପ୍ଟେମ୍ବର ୯ରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଏହି ଗସ୍ତକୁ ସ୍ଥଗିତ କରିବାକୁୁ ପରାମର୍ଶ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ…

ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରେ ଅଣ୍ଡାମାଡ଼ କଲେ ପାକିସ୍ତାନୀ ବିକ୍ଷୋଭକାରୀ

ଲଣ୍ଡନ,୪।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ପ୍ରତିଶୋଧ ପରାୟଣ ହୋଇ ଉଠିଛି। ଲଣ୍ଡନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରକୁ କେତେକ ପାକିସ୍ତାନୀ…

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ ମାର୍କେଟ…

ନିକ୍‌ଙ୍କ ବୟସ କମାଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ବୟସ କମ୍‌ ଲେଖି ଟ୍ରୋଲ୍‌ ହୋଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ନିକ୍‌ ଟକିଲା ବ୍ରାଣ୍ଡ୍‌ ଭିଲା…

ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍‌-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର

ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ ତାଲିମ୍‌…

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦ ଗୁଣା…

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨…

ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି

ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ…