ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ

ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍‌ ଇବ୍ରାହିମ୍‌ ଓ ଜକି-ଉର୍‌-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ…

ଅଶ୍ୱିନଙ୍କୁ ଛାଡ଼ିବ କିଙ୍ଗ୍ସ ଏକାଦଶ

ନୂଆଦିଲ୍ଲୀ,୪।୯(ପିଟି): ଆଇପିଏଲର ଆଗାମୀ ସଂସ୍କରଣରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଛାଡ଼ିବା ନେଇ ସ୍ପଷ୍ଟ କରିଛି। ସେ ଗତ ଦୁଇ ସିଜନ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ…

ବିଶ୍ୱର ସବୁଠୁ ଉଚ୍ଚ ସୁଇମିଂ ପୁଲ୍‌ : ୧୧୫ ଫୁଟ ଉପରେ ଝୁଲି ରହିଛି

ସାଧାରଣତଃ ସୁଇମିଂ ପୁଲ୍‌ ତଳେ ନିର୍ମାଣ କରାଯାଇଥାଏ। କିନ୍ତୁ ବ୍ରିଟେନ୍‌ରେ ଏମିତି ଏକ ସୁଇମିଂ ପୁଲ୍‌ ରହିଛି, ଯାହାର ନିର୍ମାଣ ଶୈଳୀ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଦକ୍ଷିଣ…

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା…

ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…

ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ…

ଇଛାଶକ୍ତି ଆଗରେ ହାର୍‌ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା

ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ ଦୁର୍ଘଟଣାରେ…

ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର।…

ଅରୁଣାଚଳ ପ୍ରଦେଶରେ ଚାଇନାର ଅନୁପ୍ରବେଶ ଉଦ୍ୟମ: ନାଳରେ ତିଆରି କଲା କାଠ ପୋଲ

ଇଟାନଗର,୪।୯: ଅରୁଣାଚଳ ପ୍ରଦେଶରେ ପୁଣି ଥରେ ଚାଇନା ଅନୁପ୍ରବେଶ ଉଦ୍ୟମ କରିଥିବା ଜଣାପଡ଼ିଛି। ଚାଇନାର ଡ୍ରାଗନ ସେନା ଅଞ୍ଜଓ୍ବା ଜିଲାର ଚାଗଲଗମ ଗାଁ ନିକଟରେ ଥିବା ଏକ…

ଜିମ୍ବାଓ୍ବେ ଅଧିନାୟକ ମାସକାଡ୍‌ଜାଙ୍କ ଅବସର ଘୋଷଣା

ହରାରେ,୪।୯: ଜିମ୍ବାଓ୍ବେ କ୍ରିକେଟ ଦଳର ଅଧିନାୟକ ହାମିଲଟନ ମାସକାଡ୍‌ଜା ୧୮ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରକୁ ଅନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବାଂଲାଦେଶରେ ହେବାକୁ ଥିବା ତ୍ରିରାଷ୍ଟ୍ରୀୟ ଟି୨୦…