ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ…

ଜମି ଅଡ଼ୁଆ: ଆଗେଇପାରୁନି ମେଗା ତୈଳବୀଜ ବିହନ ହବ୍‌

ଭୁବନେଶ୍ୱର, ୩।।୯ (ବ୍ୟୁରୋ): ଡାଲିଜାତୀୟ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ଏକ ମେଗା ତୈଳବୀଜ ବିହନ ହବ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ…

ବାରିଷ୍ଟର ରଣଜିତ୍‌ ମହାନ୍ତିଙ୍କ ଶ୍ରାଦ୍ଧୋତ୍ସବ ଓ ସ୍ମାରକୀ ବକ୍ତୃତା:ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ରଣଜିତ୍‌ ମହାନ୍ତ

କଟକ ଅଫିସ,୩।୯: ଦେଶରେ ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ବାରିଷ୍ଟର ରଣଜିତ୍‌ ମହାନ୍ତି। ତାଙ୍କ ପ୍ରଚେଷ୍ଟାରେ ବାଙ୍ଗାଲୋରରେ ପ୍ରଥମ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଥିଲା। ପାଞ୍ଚବର୍ଷିଆ…

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା…

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର…

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ…

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା…

ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ

ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ…

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ…

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ।…