କୃଷ୍ଣସାର ମାଂସ ଜବତ, ଜଣେ ଗିରଫ

ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ।…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ଆସିକା,୨ା୯(ଡି.ଏନ୍‌.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର ଅଭିଯୁକ୍ତଙ୍କୁ…

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ…

ଶ୍ରମିକ ପଞ୍ଜୀକରଣ ନଁ।ରେ ଅର୍ଥ ଆଦାୟ ଅଭିଯୋଗ

ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସହାୟତା…

ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ…

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର…

ଅଟୋ ସେକ୍ଟରରେ ମାନ୍ଦାବସ୍ଥା ପ୍ରଭାବ ଗମ୍ଭୀର: ଅଗଷ୍ଟରେ ମାରୁତି ବିକ୍ରି ୩୩% ହ୍ରାସ

ନୂଆଦିଲ୍ଲୀ,୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦକ୍ଷେପ ଘୋଷଣା ହୋଇଥିଲେ ମଧ୍ୟ ଏହାର ପ୍ରଭାବ ସେଭଳି ଅନୁଭୁତ ହେଉ…

ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ଦର ବଢ଼ିଲା;ବିମାନ ଇନ୍ଧନ ଦର କମିଲା

ନୂଆଦିଲ୍ଲୀ,୨-୯: ତୈଳ କମ୍ପାନୀଙ୍କ ପକ୍ଷରୁ ରବିବାର ବିମାନ ଇନ୍ଧନ(ଏଟିଏଫ୍‌୍‌) ଦର ହ୍ରାସ ଘୋଷଣା କରାଯାଇଥିବା ବେଳେ ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ବୃଦ୍ଧି କରାଯାଇଛି। ପେଟ୍ରୋଲିୟମ…

ଜିଡିପି ପରେ ସରକାରଙ୍କୁ ଜିଏସ୍‌ଟି ଝଟକା;ଅଗଷ୍ଟରେ ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଲା

ନୂଆଦିଲ୍ଲୀ,୨-୯: ମୋଟ ଘରୋଇ ଉତ୍ପାଦ(ଜିଡିପି)ହାର ୫%କୁ ହ୍ରାସ ପାଇବା ପରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ କ୍ଷେତ୍ରରେ ମୋଦି ସରକାରଙ୍କୁ ଆଉ ଏକ ଝଟକା ଲାଗିଛି।…

ଟ୍ରେଡ ଓ୍ବାର ଘନେଇଲା;ଚାଇନା-ଆମେରିକା ଅତିରିକ୍ତ ଟାରିଫ୍‌ ବୃଦ୍ଧି କଲେ

ଓ୍ବାଶିଂଟନ/ବେଜିଂ,୨-୯: ଆମେରିକା ଓ ଚାଇନା ମଧ୍ୟରେ ଚଳିତ ମାସରେ ବାଣିଜ୍ୟ ଯୁଦ୍ଧ ନେଇ ଆଲୋଚନା ଆରମ୍ଭ ହେବାକୁ ଯାଉଥିବା ବେଳେ ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…