ଜହର ପାଲଟିଲା ଗୋମତୀ ନଦୀ ଜଳ: ୨୮ ମଇଁଷି ମୃତ

ଲକ୍ଷ୍ନୌ,୧।୯: ଉତ୍ତରପ୍ରଦେଶ ଗୋମତୀ ନଦୀର ଜଳ ଏବେ ଜହର ପାଲଟିଛି। ଏଥିରେ ବିଭିନ୍ନ କାରଖାନାରୁ ନିର୍ଗତ ହୋଇଥିବା ବିଷାକ୍ତ ରାସାୟନ ଥିବା କୁହାଯାଉଛି। ନଦୀ ଜଳ ପିଇବା…

୬ରୁ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧।୯(ବ୍ୟୁରୋ) : ଭାଜପା ଏବଂ ବିଜେଡି ପରେ କଂଗ୍ରେସ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୬ ତାରିଖରୁ କଂଗ୍ରେସ ଏହି ଅଭିଯାନ ଆରମ୍ଭ…

ଧୋତି କୁର୍ତ୍ତାରେ କ୍ରିକେଟ୍‌ ଖେଳ: ସଂସ୍କୃତରେ ହେଲା କମେଣ୍ଟ୍ରି

ପାଟନା,୧।୯: ବିହାର ଦରଭଙ୍ଗାଠାରେ ଏକ ନିଆରା କ୍ରିକେଟ୍‌ ଖେଳ ହୋଇଛି। ଏଥିରେ ଖେଳାଳିମାନେ ଧୋତି କୁର୍ତ୍ତା ପିନ୍ଧି ଖେଳିଛନ୍ତି। ଖେଳରେ କମେଣ୍ଟ୍ରି ସଂସ୍କୃତରେ କରାଯାଇଥିଲା। ସ୍ଥାନୀୟ କାମେଶ୍ୱର…

ପିତାଙ୍କ ମୃତ୍ୟୁ ପରେ ମା’ ବସ୍‌ କଣ୍ଡକ୍ଟର କାମ କରି ପୁଅକୁ କଲେ କ୍ରିକେଟର,ଏବେ ଭାରତୀୟ ଦଳରେ ମିଳିଲା ସ୍ଥାନ

ମୁମ୍ବାଇ, ୧।୯:ଶ୍ରୀଲଙ୍କାରେ ହେବାକୁ ଥିବା ୟୁଥ୍‌ ଏସିଆ କପ୍‌ ଟୁର୍ନାମେଣ୍ଟ ପାଇଁ ଅଣ୍ଡର-୧୯ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସାମିଲ୍‌ ହୋଇଛନ୍ତି ଜଣେ ବସ୍‌…

୧୨ ବର୍ଷ ବୟସରେ ପିତାଙ୍କୁ ହରାଇଥିଲେ, ଟେଷ୍ଟରେ ପ୍ରଥମ ଶତକ ଲଗାଇବା ପରେ ପଡ଼ିଆରେ ଭାବୁକ ହେଲେ ହନୁମା

କିଙ୍ଗଷ୍ଟନ,୧।୯:ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ତା’ର ଦୃଢ ସ୍ଥିତିରେ ରହିଛି। ଏହି ମ୍ୟାଚ୍‌ରେ ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀ ୨୨୫ଟି…

ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ୧୮ ଦିନରେ ୯ ଶହ କିମି ଚାଲି ମୁମ୍ବାଇରେ ପହଞ୍ଚିଲେ ଯୁବକ: ସୋସିଆଲ୍‌ ମିଡ଼ିଆରେ ଫଟୋ ଶେୟାର

ମୁମ୍ବାଇ,୧।୯: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ଜଣେ ଯୁବକ ୧୮ ଦିନରେ ୯ ଶହ କିଲୋମିଟର ପାଦରେ ଚାଲି ଚାଲି ମୁମ୍ବାଇ ପହଞ୍ଚିଛନ୍ତି। ଖିଲାଡ଼ି…

ବିୟୁଟି, ବ୍ରେନ୍‌ ଆଉ ଟ୍ୟାଲେଣ୍ଟର ପରଫେକ୍ଟ ମିଶ୍ରଣ କାବ୍ୟା କିରଣ

ମୁମ୍ବାଇ: ବଲିଉଡ୍‌ ସହ କିଛି ଆଞ୍ଚଳିକ ଭାଷାର ଫିଲ୍ମରେ କାମ କରିଥିବା ଅଭିନେତ୍ରୀ କାବ୍ୟା କିରଣ ଏବେ ବେଶ୍‌ ପରିଚିତ। ତାଙ୍କୁ ଏବେ ବିୟୁଟି, ବ୍ରେନ୍‌ ଆଉ…

ନୂଆ ଟ୍ରାଫିକ୍‌ ନିୟମ ନେଇ ବିବାଦ: ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଲାଗୁ କରିବାକୁ ମନା କଲେ

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହୋଇଛି। ମୋଟର ବାହନ ସଂଶୋଧନ ଅଧିନିୟମ ଅନୁସାରେ ୬୩ ନୂଆ ନିୟମ ଲାଗୁ କରାଯାଇଛି।…

‘ଆର୍‌ଏକ୍ସ ୧୦୦’ର ହିନ୍ଦୀ ରିମେକ୍‌ ଅକ୍ଟୋବରରେ: ତାରା

ମୁମ୍ବାଇ: ବଲିଉଡ୍‌ ନାୟିକା ତାରା ସୁତାରିୟା ଏବେ ତାଙ୍କ ଅପ୍‌କମିଂ ଫିଲ୍ମକୁ ନେଇ ଉତ୍ସାହିତ ଅଛନ୍ତି। ଏବେ ସେ ତେଲଗୁ ହିଟ୍‌ ଫିଲ୍ମ ‘ଆର୍‌ଏକ୍ସ ୧୦୦’ର ହିନ୍ଦୀ…

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର…