ବାଂଲାଦେଶ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ର ଆକ୍ରମଣ: ୨ ପୋଲିସ ଆହତ

ଢାକା,୧।୯: ବାଂଲାଦେଶର ଢାକାରେ ଶନିବାର ରାତିରେ ଜଣେ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ମନ୍ତ୍ରୀ ଜଣଙ୍କ ବର୍ତ୍ତି ଯାଇଥିବା…

କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କଲେ ଆଇଆଇଟି ଛାତ୍ର: ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧।୯: ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କରିଛନ୍ତି। ଏହାକୁ ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ। ଏହାର…

ପୁଣି ବେଳାଭୂମିରୁ ଗଳିତ ମୃତଦେହ ଉଦ୍ଧାର

ପାରାଦୀପ,୧।୯(ସ୍ବ.ପ୍ର.): ପାରାଦୀପ ସମୁଦ୍ର ଷଣ୍ଢକୂଦ ବସ୍ତିର ଚର୍ଚ୍ଚ ସୀମା ବେଳାଭୂମିରୁ ପୁଣି ରବିବାର ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ମହିଳାଙ୍କ ପରିଚୟ…

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ ଆଇସିୟୁରୁ…

ଟିମ୍‌ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍‌ ଓ୍ବେବ୍‌ ସର୍ବାଗ୍ରେ

ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍‌ କୋଚ୍‌ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍‌ବୀ ଲିଗ୍‌ ଟ୍ରେନର ନିକ୍‌ ଓ୍ବେବ୍‌ ସାମିଲ ହୋଇଛନ୍ତି। ସେ ଏହି…

ବ୍ରେକ୍‌ଅପ୍‌ର ୩ ବର୍ଷ ପରେ ଏକାଠି ହେଲେ କ୍ୟାଟ୍ରିନା-ରଣବିର

ବଲିଉଡ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯେ କି, ବ୍ରେକ୍‌ଅପ୍‌ ପରେ ପୁଣି ଏକାଠି ହୋଇଛନ୍ତି। ସେ ରିଲ୍‌ରେ ହେଉ କି ରିୟଲରେ। ଏହି ଯୋଡ଼ିଙ୍କ ମଧ୍ୟରୁ…

ଗ୍ରହଦୋଷ ଖଣ୍ଡନ ପାଇଁ ହେଲା କୁକୁର ବାହାଘର

ବାରାଣସୀ,୧।୯: କୁକୁର ବିବାହ କଥା ଶୁଣିଲେ କଥାଟା ଟିକେ ଅଡୁଆ ଲାଗୁଛି ସତ। ହେଲେ ନିକଟରେ ବାରାଣସୀରେ ଏମିତି ଏକ ବିବାହ ଦେଖିବାକୁ ମିଳିଛି। ଆଲ୍ଲାହାବାଦ ବା…

ଚୋରାମଦ କାରବାର ବନ୍ଦ ପ୍ରତିବାଦ: ରାସ୍ତାରେ ଶୋଇଲେ ମହିଳା

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ-ଚୁଡାମଣି ରାସ୍ତା ରବିବାର ଗ୍ରାମବାସୀଙ୍କ ପକ୍ଷରୁ ଅବରୋଧ କରାଯାଇଛି। ଚୋରାମଦ କାରବାର ବନ୍ଦ ପ୍ରତିବାଦରେ ଏହି ଆନ୍ଦୋଳନ ହୋଇଛି। ଇରମ…

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି ହୁଏ…

ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି

ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି…