ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ଦର ବଢ଼ିଲା;ବିମାନ ଇନ୍ଧନ ଦର କମିଲା

ନୂଆଦିଲ୍ଲୀ,୨-୯: ତୈଳ କମ୍ପାନୀଙ୍କ ପକ୍ଷରୁ ରବିବାର ବିମାନ ଇନ୍ଧନ(ଏଟିଏଫ୍‌୍‌) ଦର ହ୍ରାସ ଘୋଷଣା କରାଯାଇଥିବା ବେଳେ ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ବୃଦ୍ଧି କରାଯାଇଛି। ପେଟ୍ରୋଲିୟମ…

ଜିଡିପି ପରେ ସରକାରଙ୍କୁ ଜିଏସ୍‌ଟି ଝଟକା;ଅଗଷ୍ଟରେ ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଲା

ନୂଆଦିଲ୍ଲୀ,୨-୯: ମୋଟ ଘରୋଇ ଉତ୍ପାଦ(ଜିଡିପି)ହାର ୫%କୁ ହ୍ରାସ ପାଇବା ପରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ କ୍ଷେତ୍ରରେ ମୋଦି ସରକାରଙ୍କୁ ଆଉ ଏକ ଝଟକା ଲାଗିଛି।…

ଟ୍ରେଡ ଓ୍ବାର ଘନେଇଲା;ଚାଇନା-ଆମେରିକା ଅତିରିକ୍ତ ଟାରିଫ୍‌ ବୃଦ୍ଧି କଲେ

ଓ୍ବାଶିଂଟନ/ବେଜିଂ,୨-୯: ଆମେରିକା ଓ ଚାଇନା ମଧ୍ୟରେ ଚଳିତ ମାସରେ ବାଣିଜ୍ୟ ଯୁଦ୍ଧ ନେଇ ଆଲୋଚନା ଆରମ୍ଭ ହେବାକୁ ଯାଉଥିବା ବେଳେ ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ବ୍ୟାଙ୍କ ମହାମିଶ୍ରଣକୁ ନେଇ ସୀତାରାମନ୍‌ଙ୍କ ପ୍ରତିକ୍ରିୟା;କେହି ଚାକିରି ହରାଇବେ ନାହିଁ

ଚେନ୍ନାଇ,୨-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମହାମିଶ୍ରଣ ହେବ ବୋଲି ଘୋଷଣା କରିସାରିଛନ୍ତି। ଏହାଦ୍ୱାରା କର୍ମଚାରୀ ଛଟେଇ ହୋଇଯିବେ ବୋଲି ଆଶଙ୍କା…

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା…

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର…

ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଜିଲାପାଳ:ବକେୟା କାର୍ଯ୍ୟ ଶୀଘ୍ର ସାରିବାକୁ ତାଗିଦ

ଅନୁଗୋଳ ଅଫିସ, ୨।୯ ରବିବାର ରାତିରେ ଖୋଲାଥିବା ଅନୁଗୋଳ ତହସିଲ କାର୍ଯ୍ୟାଳୟରୁ ଫାଇଲ ନେଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୋମବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟାଳୟରେ ପହଞ୍ଚି…

ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ…

ଢେଙ୍କାନାଳ: ୩୩ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୨ା୯ ଆଉ କେଇ ଘଣ୍ଟା ପରେ ଆରମ୍ଭ ହେବ ବିଘ୍ନରାଜ ଗଜାନନଙ୍କ ପୂଜାର୍ଚ୍ଚନା। ଏହି ଗଣପର୍ବରେ ନିଜକୁ ସାମିଲ କରିଛି ସାଂସ୍କୃତିକ ସହର ଢେଙ୍କାନାଳ।…