ଏନ୍‌ଆର୍‌ସି ଚୁଡାନ୍ତ ତାଲିକାରେ ନାଁ ନ ଥିବାରୁ ଜୀବନ ହାରିଲେ ମହିଳା

ଗୁଆହାଟି,୧।୯: ଆସାମର ସୋନିତପୁର ଜିଲାରେ ଜଣେ ମହିଳାଙ୍କ ନାଁ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆର୍‌ସି) ଚୁଡାନ୍ତ ତାଲିକାରେ ନ ଥିବାରୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ…

୯ ଦୃଷ୍ଟିବାଧିତ ତିଆରି କଲେ ୬୬ ଫୁଟ ଲମ୍ବ ଝୋଟ ବ୍ୟାଗ୍‌

କୋଇମ୍ବାଟୁର,୧।୯: କୌଣସି ଶାରୀରିକ ଅକ୍ଷମତା ଇଛା ଶକ୍ତି ଆଗରେ ହାର୍‌ ମାନିଥାଏ। ଏହା ଉଦାହରଣ ପାଲଟିଛନ୍ତି ତାମିଲ୍‌ନାଡୁ କୋଇମ୍ବାଟୁର ଜିଲାର ୯ ଜଣ ଦୃଷ୍ଟିବାଧିତ। ସେମାନେ ପ୍ଲାଷ୍ଟିକ…

କମଲନାଥ, ଜ୍ୟୋତିରାଦିତ୍ୟଙ୍କୁ ପଛରେ ପକାଇ ବାଜି ମାରିବେ ଦିଗ୍‌ବିଜୟ: ଭାଜପା ନେତା

ଭୋପାଳ,୧।୯: ମଧ୍ୟପ୍ରଦେଶରେ କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଅଙ୍କକଷା ଛିଡୁନ ଥିବା ବେଳେ ଏବେ ଏହାକୁ ନେଇ ଭାଜପା ନେତା ଟିପ୍ପଣୀ ଦେବା ଆରମ୍ଭ କଲେଣି। ଦିଲ୍ଲୀରୁ…

ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁ ସଙ୍କଟରେ ପଡ଼ିଛି ଭାରତୀୟ ଅର୍ଥ ବ୍ୟବସ୍ଥା: ମନମୋହନ

ନୂଆଦିଲ୍ଲୀ,୧।୯: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ରବିବାର ଟୁଇଟ୍‌ କରି…

କରାଚି ନେତା ଗାଇଲେ ‘ସାରେ ଜହାଁସେ ଆଚ୍ଛା, ହିନ୍ଦୁସ୍ତାନ୍‌ ହମାରା’

କରାଚି,୧।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଯେଉଁଠି ପାକିସ୍ତାନ ଭାରତକୁ ନିନ୍ଦା କରିବା ସହ ବହୁ ଭାରତ ବିରୋଧୀ କଥା କହି ଚାଲିଛି। ସେତେବେଳେ ଜଣେ…

ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର…

ମେହେବୁବା ମୁଫ୍‌ତି, ଓମାର ଅବଦୁଲ୍ଲାଙ୍କୁ ମିଳିଲା ପରିବାର ସଦସ୍ୟଙ୍କୁ ସାକ୍ଷାତ୍‌ କରିବାକୁ ଅନୁମତି

ନୂଆଦିଲ୍ଲୀ,୧।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସ୍ଥିତି ସ୍ବାଭାବିକ ରଖିବାକୁ ସରକାର ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପଟେ ଏଠାରେ ନଜରବନ୍ଦୀଥିବା…

ଆଇଏସ୍‌ଆଇଠାରୁ ପାଣ୍ଠି ଯୋଗାଡ଼ କରୁଛନ୍ତି ଭାଜପା ଏବଂ ବଜରଙ୍ଗ ଦଳ: ଦିଗ୍‌ବିଜୟ ସିଂ

ନୂଆଦିଲ୍ଲୀ,୧।୯: କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଦିଗ୍‌ବିଜୟ ଅଭିଯୋଗ କରିଛନ୍ତି ଯେ, ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ସ୍ବର୍ଣ୍ଣ ସହ ଯଶସ୍ବିନୀଙ୍କୁ ଅଲିମ୍ପିକ କୋଟା

ରିଓ ଡି ଜେନେରିଓ,୧।୯(ପି.ଟି.)- ଏଠାରେ ଚାଲିଥିବା ଚତୁର୍ଥ ଆଇଏସ୍‌ଏସ୍‌ଏଫ୍‌ ରାଇଫଲ/ ପିସ୍ତଲ ବଶ୍ୱକପ୍‌ରେ ଭାରତର ଯଶସ୍ବିନୀ ସିଂ ଦେସଓ୍ବାଲ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ…

ଭିସୁଟ୍‌ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲା:୩୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୯(ବ୍ୟୁରୋ): ସମ୍ବଲପୁରର ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲାକୁ ନେଇ ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଥିଲେ।…