ଧୂପବତି ଆମଦାନୀ ଉପରେ ଜାରି ହେଲା କଟକଣା

ନୂଆଦିଲ୍ଲୀ,୧-୯: ଦେଶରେ ଧୂପବତି ଆମଦାନୀ ଅହେତୁକ ବୃଦ୍ଧି ପାଇଥିବା ବେଳେ ଏଥିରେ ଲଗାମ ଲଗାଇବାକୁ ଯାଇ କେନ୍ଦ୍ର ସରକାର ଏହା ଉପରେ କଟକଣା ଜାରି କରିଛନ୍ତି। ଏଣିକି…

କନିଆଁ ରୂପରେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ କନିଆଁ ବେଶରେ ନିଜ ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ‘ରାଜି’ ଫିଲ୍ମର ଏହି ଅଭିନେତ୍ରୀ ଶନିବାର ଏକ ବିଜ୍ଞାପନ ଶୁଟିଂ ସେଟ୍‌ରୁ ନିଜର…

ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ ଆରମ୍ଭ…

‘ସିନେମାର କାହାଣୀ ଭଳି ମୋ ଜୀବନ’

ମୁମ୍ବାଇ: କୋଲକାତାର ରେଳଷ୍ଟେଶନ୍‌ରେ ସିନେମା ଗୀତ ଗାଇ ଭିକ ମାଗୁଥିବା ରାନୁ ମଣ୍ଡଳ ବର୍ତ୍ତମାନ ମୁମ୍ବାଇ ସଂଗୀତ ଜଗତର ଅନ୍ୟତମ ସେଲିବ୍ରିଟି। ତାଙ୍କ ଗାୟନ ଶୈଳୀକୁ ନେଇ…

ପୂର୍ବତନ ମନ୍ତ୍ରୀଙ୍କୁ ୭ ବର୍ଷ ଜେଲ,୧୦୦ କୋଟି ଜରିମାନା

ମୁମ୍ବାଇ,୧ା୯(ପି.ଟି.): ମହାରାଷ୍ଟ୍ରର ବହୁକୋଟି ଟଙ୍କାର ଘରକୁଲ୍‌ ହାଉସିଂ ଦୁର୍ନୀତି ମାମଲାର ବିଚାର କରି ଧୁଲେ ଜିଲାର ସେସନ୍ସ କୋର୍ଟ ପୂର୍ବତନ ମନ୍ତ୍ରୀ ସୁରେଶ ଜୈନ ଏବଂ ଏନ୍‌ସିପି…

ଏୟାର ଇଣ୍ଡିଆରେ ଅର୍ଥ ସଙ୍କଟ; ତେଲ ନ ଦେବାକୁ ତୈଳ କମ୍ପାନୀଙ୍କ ଧମକ

ନୂଆଦିଲ୍ଲୀ,୧-୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ଅର୍ଥ ସଙ୍କଟ ଅତ୍ୟନ୍ତ ଗମ୍ଭୀର ହୋଇଛି। ବିମାନ ଇନ୍ଧନ ବାବଦରେ କମ୍ପାନୀ ତୈଳ ମାର୍କେଟିଂ କମ୍ପାନୀ(ଓଏମ୍‌ସି)ଙ୍କୁ ବକେୟା ବାବଦରେ…

ଆଜିଠୁ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ,୧ା୯: ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଗୋଟିଏ ମାସ ଚାଲିବ। ଏହି ମେଗା ଭୋଟର ଯାଞ୍ଚ…

ରାଜ୍ୟରେ ତିନିମାସରେ ୯୧୨.୪ମିମି ବର୍ଷା: ସ୍ବାଭାବିକଠାରୁ ୧.୨% କମ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ରହିଛି। ଅଗଷ୍ଟରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ଆଉ କିଛି ସ୍ଥାନରେ ବର୍ଷାର ନଁା…

ଦୁର୍ନୀତିଗ୍ରସ୍ତଙ୍କ ଉପରେ ପୁଣି କାର୍ଯ୍ୟାନୁଷ୍ଠାନ: ୬ ଅଫିସର ବିଦା; ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ ବନ୍ଦ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଏହିକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ୬ ଜଣ ଅଧିକାରୀଙ୍କୁ ଚାକିରିରୁ…

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌ ମଧ୍ୟପ୍ରଦେଶ…