ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ ପରିବହନ…

ନାଳକୁ ବସ୍‌ ଖସି ୨୪ ମୃତ

ପେଶାଓ୍ବାର, ୧ା୯(ପି.ଟି.): ଉତ୍ତର-ପଶ୍ଚିମ ପାକିସ୍ତାନରେ ଏକ ଯାତ୍ରୀବାହୀ ବସ୍‌ ପୋଲ ଭାଙ୍ଗି ନାଳରେ ଖସିପଡ଼ିବାରୁ ଏଥିରେ ଥିବା ୨୪ ଜଣଙ୍କ ପ୍ରାଣହାନି ଘଟିଛି। ଅନେକ ଶିଶୁ ଓ…

ମୂଳାପାଳ ଗ୍ରାମ ପଞ୍ଚାୟତ: ଆଲୋକୀକରଣ ଦୁର୍ନୀତିର ତଦନ୍ତ ଆରମ୍ଭ

କୋରେଇ,୧ା୯(ଡି.ଏନ.ଏ.)- କୋରେଇ ବ୍ଲକ ମୂଳାପାଳ ପଞ୍ଚାୟତରେ ଆଲୋକୀକରଣରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ…

ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସମସ୍ୟା: ପୂରଣ ହେଲାନି ଗୋଟିଏ ବି ପ୍ରତିଶ୍ରୁତି, ରୋଗୀ ଭୋଗୁଛନ୍ତି ଦୁର୍ଦ୍ଦଶା

ଦଶରଥପୁର,୧ା୯(ଡି.ଏନ୍‌.ଏ.)- ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟିକୋଟି ଟଙ୍କା ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ରୋଗୀ ଏହି ସେବାରୁ ବଞ୍ଚତ୍ତ ହୋଇ…

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା…

ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ

ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର ସହ…

ନାବାଳିକାଙ୍କୁ ଘର ଆଗରୁ ଉଠାଇ ନେଇଥିଲେ, ଜେଲ୍‌ ଗଲେ ଯୁବକ

ନୟାଗଡ଼ ଅଫିସ,୧ା୯: ନୟାଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା(୧୩)ଙ୍କୁ ଅପହରଣ କରିବା ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇ ଜେଲ୍‌ ଯାଇଛନ୍ତି। ଯୁବକ ଜଣକ ହେଲେ…

ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ,୧।୯ - ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼ ଅଫିସ।…

ରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବି

ଗଣିଆ,୧ା୯(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଗଛଗୁଡିକ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ବଡ ବଡ…

ଇଣ୍ଡିଆନ୍‌ ସୁପର ଲିଗ୍‌: ଲଞ୍ଚ୍‌ ହେଲା ରାଜ୍ୟର ନିଜ କ୍ଲବ୍‌ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୧।୯(ସ୍ପୋଟର୍‌ସ ବ୍ୟୁରୋ)- ହାଇପ୍ରୋଫାଇଲ ଫୁଟବଲ ଲିଗ୍‌ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଥର ନିଜର କ୍ଲବ୍‌ ଖେଳାଇବ। ଫଳରେ ରାଜ୍ୟର ଫୁଟବଲ ପ୍ରଶଂସକଙ୍କ ପାଇଁ ଏହା…