କୁଡାପଡ଼ା-ଖଲିଆପାଲି ରାସ୍‌ତା ସମସିଆ: ପଲ୍‌ହା ରୁଇ ପରତିବାଦ ଜନାଲେ ୨ ଗଁ।ର ମହିଲା

  ବିନିକା,୩୧।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ କୁଡ଼ାପଡ଼ାରୁ ଖଲିଆପାଲି ତକ୍‌ ୩ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଅବହେଲିତ ଅବସ୍‌ତାରେ…

ନୂଆପଡା ପ୍ରିମିୟର ଲିଗ ଫୁଟବଲ:ମହାମାୟା, ଖଡିଆଳ ଦଳ ଫାଇନାଲକୁ ଉନ୍ନୀତ

ନୂଆପଡା ଅଫିସ,୩୧ା୮ ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ୨ଟି ସେମିଫାଇନାଲରେ ମହାମାୟା ଦଳ ଏବଂ ଖଡିଆଳ ଦଳ ବିଜୟୀ ହୋଇ…

କୋନାବିରା ଅଞ୍ଚଳରେ ୨୨ ହାତୀ

କୋମନା,୩୧।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ କୋନାବିରା…

ଜିଲାପାଳଙ୍କ ଅଚାନକ ଖରିଆରରୋଡ ହସ୍ପିଟାଲ ପରିଦର୍ଶନ

ନୂଆପଡା ଅଫିସ,୩୧ା୮ - ନୂଆପଡା ଭଳି ଉପାନ୍ତ ଜିଲାରେ ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି । ଏହାକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ…

କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କଲମପୁର,୩୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ…

ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଚଳିତବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର ୨ରେ ପଡୁଥିବାବେଳେ ଏହି ଦିନରେ ଘରେ ପୂଜାର୍ଚ୍ଚନା କରିବା ଫଳରେ ସୁଖଶାନ୍ତି ବଢ଼ିଥାଏ। କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଆୟ ଅଧିକ…

ଉପଜିଲାପାଳଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ ଏକତା ପରିଷଦ କଳାହାଣ୍ଡି ଶାଖା

ଭବାନୀପାଟଣା,୩୧।୮(ଡି.ଏନ.ଏ.) ଜଙ୍ଗଲ ଅଧିକାର ଆଇନ ୨୦୦୬କୁ ଠିକ ଭାବରେ କାର୍ଯ୍ୟକାରୀ କରିବା ସହ ବ୍ୟକ୍ତିଗତ ଓ ସାମୂହିକ ଅଧିକାର ପ୍ରମାଣପତ୍ର ଏବଂ ମୋ ଜମି ମୋ ଡିହ…

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି ଗଁାରୁ…

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌…

ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍‌ ବିପିନ: ଚିକିଛା ସାହାଯ୍‌ ଲାଗି ପରିବାରର ଆକୁଲ ନିବେଦନ

  ଲାଠୋର, ୩୧ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର ମନ୍ଦିର ପଡ଼ାର ବିପିନ ସେଠ୍‌(୫୩) ରୋଗ୍‌ ପରଭାବରେ ଖଟେ ପଡ଼ି ରହିଛନ୍‌।…