ଭିଡ଼ ହିଂସା ବିରୋଧରେ ଆସିବ ବିଲ୍‌: ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କରାଦଣ୍ଡ

କୋଲକାତା,୩୦।୮: ପଶ୍ଚିମ ବଙ୍ଗର ବିଧାନସଭାରେ ଭିଡ଼ ହିଂସା ବିରୋଧରେ ଶୁକ୍ରବାର ଏକ ବିଲ୍‌ ଉପସ୍ଥାପନ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସରକାର…

୨ବର୍ଷର ପିଲା ପାଇଁ ହାରୀ ପୋଟରଙ୍କ କାହାଣୀରେ ଥିବା ଘର ତିଆରି କଲେ ଅଭିଭାବକ

ପିଲାମାନଙ୍କୁ ଭଗବାନଙ୍କ ରୂପ କୁହାଯାଇଥାଏ। ପ୍ରାୟ ଅଧିକାଂଶ ଘରର ବୟୋଜ୍ୟେଷ୍ଠମାନେ ପିଲାମାନଙ୍କ ଇଚ୍ଛା ପୂରଣ କରିଥାନ୍ତି। ସେମିତି ଏକ ଘଟଣା କାନାଡ଼ା ସହରରେ ଦେଖିବାକୁ ମିିଳିଛି। ୨…

ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ ଦେବା…

ଦର୍ଶକଙ୍କୁ ନିରାଶ କଲା ପ୍ରଭାସଙ୍କ ‘ସାହୋ’

ମୁମ୍ବାଇ: ଚଳଚ୍ଚିତ୍ର ବାହୁବଲୀର ସଫଳତା ପରେ ସୁପରଷ୍ଟାର ପ୍ରଭାସଙ୍କଠାରୁ ଅନେକ କିଛି ଆଶା କରୁଥିଲେ ଦର୍ଶକ। ଶୁକ୍ରବାର ‘ସାହୋ’ ରିଲିଜକୁ ନେଇ ମଧ୍ୟ ଅନେକ ଉତ୍କଣ୍ଠା ଭରି…

ଟ୍ରେନ୍‌ର ଭ୍ରମ ସୃଷ୍ଟି କରୁଛି ଏହି ସ୍କୁଲ, ଷ୍ଟେଶନ ପରି ସଜେଇ ହୋଇଛି ପାରିପାର୍ଶ୍ୱ

ରେଲ୍‌ଓ୍ବେ ଷ୍ଟେଶନ ତ ଦେଖିଥିବେ ନିଶ୍ଚିତ। କିନ୍ତୁ ଏମିତି ଏକ ସ୍କୁଲ ରହିଛି ଯାହା ଦେଖିବାକୁ ଅବିକଳ ରେଲ୍‌ଓ୍ବେ ଷ୍ଟେଶନ ପରି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ରାଜସ୍ଥାନର…

ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ,୩୦।୮: ଆସନ୍ତା ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ…

କୋର୍ଟରେ ହାଜର ହେଲେ ଚିଦାମ୍ବରମ

ନୂଆଦିଲ୍ଲୀ,୩୦।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶୁକ୍ରବାର ତାଙ୍କ ରିମାଣ୍ଡ ଅବଧି…

ଦାରିଙ୍ଗବାଡ଼ି ଥାନା ନୂତନ ଆଇଆଇସି ଭାବେ କାର୍ଯ୍ୟରେ ଯୋଗଦେଲେ କୌଶିକ ମାଝି

ଦାରିଙ୍ଗବାଡ଼ି,୩୦।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାରେ ନୂତନ ଆଇଆଇସି ଭାବେ କୌଶିକ ମାଝି ଗୁରୁବାର କାର୍ଯ୍ୟରେ ଯୋଗଦେଇଛନ୍ତି । ସେ ବ୍ରହ୍ମପୁର ଅଞ୍ଚଳର ବିଭିନ୍ନ ଥାନାରେ ଦୀର୍ଘ…

ପାଥର୍ଲାରେ ଆଗୁଆ ନୂଆଁଖାଇ: ଗ୍ରାମଦେବତୀଙ୍କୁ ବରଣ କାର୍ଯ୍ୟଶେଷ

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଥର୍ଲା ପଞ୍ଚାୟତର ପାଥର୍ଲା, ବାହାଦୂରପଦର, ଓ ପାଲଗାପଡ଼ା ଗ୍ରାମରେ ଶନିବାର ନୂଆଁଖାଇ ପର୍ବ ପାଳନ ହେବ। ଏ ନେଇ ପାଥର୍ଲା…

ଠକେଇ ମାମଲାରେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଓ୍ବାରେଣ୍ଟ ଜାରି

ହାଇଦ୍ରାବାଦ,୩୦।୮: କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରାଯାଇଛି। ୪ ବର୍ଷ ତଳର ଏକ ଠକେଇ ମାମଲାକୁ ନେଇ ରେଣୁକାଙ୍କ ନାଁରେ…