ପାଥର୍ଲାରେ ଆଗୁଆ ନୂଆଁଖାଇ: ଗ୍ରାମଦେବତୀଙ୍କୁ ବରଣ କାର୍ଯ୍ୟଶେଷ

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଥର୍ଲା ପଞ୍ଚାୟତର ପାଥର୍ଲା, ବାହାଦୂରପଦର, ଓ ପାଲଗାପଡ଼ା ଗ୍ରାମରେ ଶନିବାର ନୂଆଁଖାଇ ପର୍ବ ପାଳନ ହେବ। ଏ ନେଇ ପାଥର୍ଲା…

ଠକେଇ ମାମଲାରେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଓ୍ବାରେଣ୍ଟ ଜାରି

ହାଇଦ୍ରାବାଦ,୩୦।୮: କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରାଯାଇଛି। ୪ ବର୍ଷ ତଳର ଏକ ଠକେଇ ମାମଲାକୁ ନେଇ ରେଣୁକାଙ୍କ ନାଁରେ…

ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ…

ଜାମିନ ଚାହୁଁଥିଲେ ଲଗାଇବାକୁ ପଡିବ ୫ ଚାରା ୬ ମାସ ପର୍ଯ୍ୟନ୍ତ ଯତ୍ନ ବି ନେବେ

ଲକ୍ଷ୍ନୌ,୩୦।୮: ଉତ୍ତର ପ୍ରଦେଶ ବାନ୍ଦା ଜିଲା ନରେନିର ମାଜିଷ୍ଟ୍ରେଟ୍‌ ବୃକ୍ଷରୋପଣର ଏକ ନିଆରା ସୂତ୍ର ବାହାର କରିଛନ୍ତି। ‘ହରିୟାଲି ଦଣ୍ଡ’ ବା ‘ସବୁଜ ଦଣ୍ଡ’ ନାମକ ଏକ…

ଅଗଷ୍ଟ ୩୧ରେ ପ୍ରକାଶ ପାଇବ ଆସାମ ଏନ୍‌ଆର୍‌ସିର ଅନ୍ତିମ ତାଲିକା

ଗୁଆହାଟି,୩୦।୮: ଆସାମର ଏନ୍‌ଆର୍‌ସି ବା ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟରର ଚୁଡାନ୍ତ ତାଲିକା ଅଗଷ୍ଟ ୩୧ ତାରିଖ ଅର୍ଥାତ୍‌ ଶନିବାର ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏହାକୁ…

ୟୁଟର୍ନ ନେଲେ ରାୟୁଡୁ

ହାଇଦ୍ରାବାଦ,୩୦।୮: କ୍ରିକେଟରୁ ଅବସର ଘୋଷଣା କରିବାର ଦୁଇମାସ ପରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୟୁଟର୍ନ ନେଇଛନ୍ତି। ଅବସର ନିଷ୍ପତ୍ତି ଏକ ଭାବବିହ୍ବଳ ଥିଲା। ଏବେ ୩୩…

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ

ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ର ଜଣେ ହେଡ୍‌…

ଭାରରେ ବୁହାହେଲେ ଡଙ୍ଗରିଆ ମହିଳା

ମୁନିଗୁଡା, ୩୦।୮(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…

ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା ଆୟୋଜିତ…

ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ…