ପାଟଣା ବ୍ଲକର ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ହେଲେ ଟାଙ୍ଗରପଡ଼ା  ଗ୍ରାମ ଗୋପାଳ ସାହିର ଶୈଳେନ୍ଦ୍ର ବାରିକଙ୍କ ପୁଅ ମଣିରତ୍ନ…

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ…

ହାତୀମଳରୁ ତିଆରି ହେବ କଫି, ୧ କପ୍‌ର ଦାମ୍‌ ୫ ହଜାର ଟଙ୍କା

କାନାଡ଼ାର ବିଜ୍‌ନେସ୍‌ ମ୍ୟାନ୍‌ ବ୍ଲାକ୍‌ ଡିଙ୍କିନ୍‌ ଏମିତି କଫି ତିଆରି କରିବାକୁ ଯାଉଛନ୍ତି ଯାହାର ପ୍ରସ୍ତୁତି ପ୍ରଣାଳୀ ଆଉ ଦାମ୍‌ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ…

ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ

ଭୋପାଳ,୩୦।୮:  ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ ନେତା…

ଏମିତି ମନ୍ଦିର ଯେଉଁଠି ପ୍ରସାଦ ବଦଳରେ ଭକ୍ତଙ୍କୁ ଦିଆଯାଏ ଟଙ୍କା, ଅଳଙ୍କାର

ଭାରତରେ ଏମିତି ଅନେକ ମନ୍ଦିର ରହିଛି ଯାହାର ନିଜର ସ୍ବତନ୍ତ୍ରତା ରହିଛି। ସେମିତି ଏକ ମନ୍ଦିର ହେଉଛି ମଧ୍ୟପ୍ରଦେଶର ରତଲାମ ଶହରର ମାଣକରେ ଅବସ୍ଥିତ ମା’ ଲକ୍ଷ୍ମୀଙ୍କ…

ଜଳିଗଲା ଡିଜେଲ ଟ୍ୟାଙ୍କର: ଡ୍ରାଇଭର, ହେଲ୍‌ପର ଗୁରୁତର

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ୧୬ ନଂ ଜାତୀୟ ରାଜପଥର ଟାଙ୍ଗୀ ବାଇପାସ ପଥରବନ୍ଧ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଏକ ଡିଜେଲ ଟ୍ୟାଙ୍କର…

ଦୀପିକାଙ୍କ ଡ୍ରେସ୍‌ ଦେଖି ଫ୍ୟାନ୍‌ମାନେ କ’ଣ ଅନୁମାନ କରୁଛନ୍ତି ଜାଣନ୍ତି…

ଦୀପିକା ପାଦୁକୋନ୍‌ - ରଣବୀର ସିଂ କିଛିଦିନ ହେଲା ଲଣ୍ଡନରେ ଫିଲ୍ମ ‘୮୩’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଫିଲ୍ମରେ ରଣବୀର କପିଳ ଦେବଙ୍କ ଭୂମିକାରେ ନଜର ଆସିବାକୁ…

ଶାହଜାହାନପୁର ମାମଲା: ରାଜସ୍ଥାନରୁ ମିଳିଲେ ନିଖୋଜ ଛାତ୍ରୀ

ନୂଆଦିଲ୍ଲୀ,୩୦।୮: ଭାଜପା ନେତା ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଉତ୍ତରପ୍ରଦେଶ ଶାହଜାହାନପୁରର ଏସ୍‌.ଏସ୍‌. ଲ କଲେଜର ନିଖୋଜ ଛାତ୍ରୀଙ୍କ ମିଳିଲା ପତ୍ତା। ଦୀର୍ଘ ୭ ଦିନ ପରେ…

ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର

ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ…

ଛାତ୍ରୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କପ୍ତିପଦା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧିନସ୍ଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ଜଣକ ହେଲେ ଦଓ୍ବୋନବାହାଳୀ…