ଯୁକ୍ତ ୨ ବହି ଆଉ ଛାପିବନି ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ ଅଫିସ୍‌ କାର୍ଯ୍ୟାଳୟଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉଚ୍ଚଶିକ୍ଷା…

ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି।…

ଜରାଜୀର୍ଣ୍ଣ ଅଲଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଚାଲିଛି ୧୮୮ ପିଲାଙ୍କ ପାଠପଢ଼ା

କାଶୀନଗର, ୩୦ା୮(ଡି.ଏନ.ଏ.)-କାଶୀନଗର ବ୍ଲକ୍‌ ଅଲଡ଼ାଗ୍ରାମ ଉଚ୍ଚ ୟୁପି ସ୍କୁଲ ଅବ୍ୟବସ୍ଥାରେ ଚାଲିଛି। ବିଦ୍ୟାଳୟଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିଲେ ମଧ୍ୟ ଏଠାରେ ପାଠପଢ଼ା ଚାଲିଛି। ବହୁ ପୁରୁଣା ଏହି…

କଥା ଦେଇ ପାସରିଦେଲେ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ: ଭଏଭୀତ ଅବସ୍‌ତାରେ ଗାଁବାସୀ

ବିନିକା,୩୦।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ୫୦ରୁ ଅଧ୍‌କା ଚାଷୀ ଉଠା ଜଲସେଚନ ଭରସାରେ ଫିବଛର ୭୦ ହେକ୍ଟର ଜମିରେ ଧାନଚାଷ୍‌ କରୁଛନ୍‌। ଜିରାନଦୀରୁ…

‘ଗଜ୍‌ନବୀ’ପରୀକ୍ଷା କଲା ପାକିସ୍ତାନ

ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର…

ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ: କୋମନା, ମହାମାୟା ବିଜୟୀ

ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ ଦଳକୁ…

ଲୋୟର ଇନ୍ଦ୍ର ତଟବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା: ବହୁ ଘର ଦ୍ୱାରା ଭାଙ୍ଗିଲା

ନୂଆପଡା ଅଫିସ,୩୦ା୮ -ନୂଆପଡା ଜିଲାରେ ମୌସୁମୀ ବର୍ଷା ହେବାର ନାଁ ନେଉ ନ ଥିବାବେଳେ ଅଚାନକ ଭାବେ ଲଘୁଚାପ ବର୍ଷା ଲୋକଙ୍କୁ ଦାଉ ସାଧୁଛି । ବିଶେଷ…

ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ…

ନୂଆପଡାରେ ବୁଦ୍ଧିଜୀବୀ ସମ୍ମିଳନୀ: ସମସ୍ୟା ସମାଧାନର ବାଟ ଖୋଜୁଛନ୍ତି ବୁଦ୍ଧିଜୀବୀ; ପାର୍ଲାମେଣ୍ଟରେ ଉପସ୍ଥାପନ କରିବି: ଏମ୍‌ପି

ନୂଆପଡା ଅଫିସ,୩୦ା୮-ଲୋକଙ୍କ ବହୁ ଆଶା ଆକାଂକ୍ଷା ଥିଲା ଯେ ନୂଆପଡା ଏକ ଜିଲା ହେବ । ଲୋକଙ୍କର ସବୁ ସମସ୍ୟା ସହଜେ ସମାଧାନ ହେବ । ଜିଲା…

ଚାକିରି ପ୍ରଲୋଭନ ଦେଖାଇ ୪୦ ଲକ୍ଷ ଟଙ୍କା ଠକେଇ: ଅଭିଯୁକ୍ତ ୱେସ୍କୋ ଲାଇନ୍‌ମ୍ୟାନ ଫେରାର

ଭବାନୀପାଟଣା,୩୦।୮(ଡି.ଏନ.ଏ.)-ଭବାନୀପାଟଣାର ଜଣେ ଓ୍ବେସ୍କୋ ଲାଇନ୍‌ମ୍ୟାନ ଚାକିରୀ ପ୍ରଲୋଭନ ଦେଖାଇ ଏକାଧିକ ଯୁବକଙ୍କଠାରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତଙ୍କ ନାମ…