ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ପୌର ସଂସ୍ଥାକୁ ଛାଡ଼ୁନି ଅଳିଆ ବିବାଦ। ସହରର ଅଳିଆ ଯେଉଁଠି ପକାଯିବାକୁ ସ୍ଥାନ ଚିହ୍ନଟ ହେଉଛି ସେଠାରେ ବିରୋଧର ସ୍ବର ଦେଖିବାକୁ ମିଳୁଛି।…
ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍ରୁ ଟ୍ରକ୍ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି।…
ପରଜଙ୍ଗ, ୩୦।୮(ଡି.ଏନ୍.ଏ.) - ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ…
କାମାକ୍ଷାନଗର, ୩୦।୮(ଡି.ଏନ୍.ଏ.) - ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ…
ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା…
ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛିଦିନ…
ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ମହାନଗର ନିଗମ ଏବଂ ଛତ୍ରପୁର ଓ ଗୋପାଳପୁର ଏନ୍ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ) ସହିତ ଏହି ୩ ସହରାଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳଗୁଡ଼ିକୁ ମିଶ୍ରଣ…
ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ…
ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ…