ସେରେନା, ଫେଡରରଙ୍କ କଷ୍ଟସାଧ୍ୟ ବିଜୟ

ନ୍ୟୁୟର୍କ, ୩୦ା୮ (ଏଏଫ୍‌ପି)- ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସେରେନା ଓ୍ବିଲିୟମ୍ସ ଓ ଗତଥର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ନୋଭାକ୍‌ ଜୋକୋଭିଚ୍‌ଙ୍କ ଭଳି ଖେଳାଳି…

୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ

ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍‌.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଗୁରୁବାର…

ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ…

ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍‌ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ…

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ…

ରବିକୁମାର ମୋର ଆଦର୍ଶ: ଭକ୍ତରାମ

ଭୁବନେଶ୍ୱର,୩୦।୮- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ରବିକୁବାର ମୋର ଆଦର୍ଶ ବୋଲି ସ୍ବତନ୍ତ୍ର ଭାବେ ପୁରସ୍କୃତ ହୋଇଥିବା ଯୁବ ଭାରୋତ୍ତୋଳକ ଭକ୍ତରାମ ଦେଷ୍ଟି କହିଛନ୍ତି। ୨୦୧୨ରେ…

ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି…

ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର

ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ ବିଶ୍ୱର…

ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦ ପଦକ ଜିତିବେ: କୋଚ୍‌ ଶିବପ୍ରସାଦ

ଭୁବନେଶ୍ୱର, ୩୦।୮- ପ୍ରଥମ ପାରା ଆଥଲେଟ ହିସାବରେ ପ୍ରମୋଦ ବିଜୁ ପଟ୍ଟନାୟକ ପୁରସ୍କାର ହାସଲ କରୁଥିବାରୁ ଆମ ପାଇଁ ଗର୍ବ ବିଷୟ ବୋଲି ତାଙ୍କ କୋଚ୍‌ ଶିବପ୍ରସାଦ…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ: ଫୋକସରେ ପନ୍ତ

କିଙ୍ଗ୍‌ଷ୍ଟନ (ଜାମାଇକା), ୩୦।୮(ପି.ଟି.)- ସ୍ଥାନୀୟ ସାବିନା ପାର୍କ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ଆରମ୍ଭ ହେବ। ପ୍ରଥମ…