ଜାତୀୟ କ୍ରୀଡ଼ା ଦିବସ: ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ମୋଦି ଏହାର…

ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତ ନିୟନ୍ତ୍ରକଙ୍କ ବୈଠକ: ୪୫ ଦିନରେ ପ୍ରକାଶ ପାଇବ ପରୀକ୍ଷାଫଳ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ପରୀକ୍ଷାରେ ସଂସ୍କାର ଆଣିବାକୁ ଅଣ୍ଟା ଭିଡିଛି ଉଚ୍ଚ ଶିକ୍ଷା ବିଭାଗ। ଠିକ୍‌ ସମୟରେ କୋର୍ସ ସାରିବା ସହ ପରୀକ୍ଷା ପରିଚାଳନା ଓ ଫଳ କିପରି…

ନିଜ ଦୁଃଖକୁ ଚାପି ବ୍ୟଙ୍ଗ ପରିବେଷଣ କରେ

ବ୍ୟଙ୍ଗକବି ଗୁଣରଞ୍ଜନ ସାଲିମା। ଏକାଧାରରେ ସେ ଜଣେ ଗୀତିକାର, ବ୍ୟଙ୍ଗକବି ଓ ମଞ୍ଚ ସଂଯୋଜକ। ସମ୍ବଲପୁର ମହାନଗର ନିଗମର ମୁଖ୍ୟ କିରାଣି ଭାବେ କାର୍ଯ୍ୟରତ ଗୁଣରଞ୍ଜନ ସ୍କୁଲ…

ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଚଣ୍ଡିଗଡ଼,୨୯।୮: ହରିୟାଣାର ବଲ୍ଲଭଗଡ଼ର ଆସୋଟିଠାରେ ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ସକାଳ ୭ଟା ୪୩ରେ ଏକ୍ସପ୍ରେସ୍‌ର ବ୍ରେକ୍‌ ବାଉଣ୍ଡିଙ୍ଗ୍‌ରେ ନିଆଁ ଲାଗିଥିବା ରେଳବିଭାଗ ପକ୍ଷରୁ କୁହାଯାଇଛି।…

ଜମ୍ମୁର ୫ ଜିଲାରେ ମୋବାଇଲ ସେବା ଆରମ୍ଭ

ଜମ୍ମୁ,୨୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଅଗଷ୍ଟ ୫ରୁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା। ଏମିତିକି ମୋବାଇଲ୍‌, ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି…

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌ ଦେବା…

ବଲିଉଡ୍‌ ସହ ରାନୁ ମଣ୍ଡଳଙ୍କ ଥିଲା ବହୁ ପୁରୁଣା ସମ୍ପର୍କ, ଜାଣନ୍ତୁ କେମିତି

ରେଳ ଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁଙ୍କ ଭାଗ୍ୟ ସମ୍ପୂର୍ଣ୍ଣ ବଦଳିଯାଇଛି। ସେ ଏବେ ସେଲିବ୍ରିଟି ପାଲଟି ଯାଇଛନ୍ତି। ନିକଟରେ ସେ ବଲିଉଡ୍‌ରେ ଗୀତ ଗାଇବା…

ଜିପିଏଫ୍‌ ପାଇଁ ଆଉ ଦୌଡ଼ିବାକୁ ପଡ଼ିବ ନାହିଁ

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଅବସର ପରେ ନିଜର ଜିପିଏଫ୍‌ (ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ) ପ୍ରାପ୍ୟ ପାଇବାରେ ଆଉ ଅସୁବିଧା…

ଚାଷୀଙ୍କ ସାମାଜିକ, ଅର୍ଥନୈତିକ ଉନ୍ନତି ଚିନ୍ତା: ନବରଙ୍ଗପୁର ଜିଲାରୁ ଆରମ୍ଭ ହେଲା ନୂଆ ଯୋଜନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସାରା ରାଜ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ…

ଭାରତର ଗ୍ୟାସ ଆଧାରିତ ଅର୍ଥନୀତି, ଅଷ୍ଟ୍ରେଲିଆ ନେବ ଗୁରୁତ୍ୱପୂର୍ଣ୍ଣ ଭୂମିକା: ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୨୯।୮: ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ରୂପାନ୍ତରିତ କରିବା ଲାଗି ଅଷ୍ଟ୍ରେଲିଆ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ। ଅଷ୍ଟ୍ରେଲିଆରୁ ଭାରତକୁ ଏଲ୍‌ଏନ୍‌ଜି ଆମଦାନୀ ବଢିବାର ସମ୍ଭାବନା ସମ୍ପର୍କରେ…