ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଗାଡ଼ି…

୪୮ ହଜାର ଟପିଲା ରୁପା ଦର

ନୂଆଦିଲ୍ଲୀ,୨୯-୮: ବୁଧବାର ସୁନା ଓ ରୁପା ଦର ଊର୍ଦ୍ଧ୍ୱମୁଖୀ ହୋଇଛି। ସୁନା ଦର ପ୍ରତି ୧୦ ଗ୍ରାମ ୪୦ହଜାର ଟଙ୍କା ନିକଟତର ହୋଇଥିବା ବେଳେ ରୁପା ଦର…

ଏଟିଏମ୍‌ ଲାଗି କାନାରା ବ୍ୟାଙ୍କର ଅଭିନବ ଓଟିପି ସୁରକ୍ଷା

ଭୁବନେଶ୍ୱର, ୨୯-୮: ଏଟିଏମ୍‌ ବ୍ୟବହାରକୁ ସୁରକ୍ଷିତ କରିବା ଲାଗି କାନାରା ବ୍ୟାଙ୍କ ପକ୍ଷରୁ ଅଭିନବ ଓ୍ବାନ ଟାଇମ ପାସଓ୍ବାର୍ଡ(ଓଟିପି) ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଣିକି ଏଟିଏମରୁ…

ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ: ଭୁଲ ଜଙ୍ଗଲ ଜମି ରିପୋର୍ଟକୁ ନେଇ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ,୨୯ା୮: ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଙ୍ଗନୱାଡି କେନ୍ଦ୍ର ଗୃହ…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ…

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ…

୩ୟ ନୂଆପଡା ପ୍ରିମିୟର ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ଖଡ଼ିଆଳ, ନୂଆପଡ଼ା ବିଜୟୀ

ନୂଆପଡା ଅଫିସ,୨୯ା୮: ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ଫୁଟବଲ ଆସୋସିଏଶନ ପକ୍ଷରୁ ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ ଖଡିଆଳ ଏବଂ ନୂଆପଡା…

ଏମ୍‌ପିଙ୍କ ଅଚାନକ ନବୋଦୟ ବିଦ୍ୟାଳୟ ପରିଦର୍ଶନ: ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ସହାୟତା ଦେବାକୁ ପ୍ରତିଶ୍ରୁତି

ନୂଆପଡା ଅଫିସ/ତରବୋଡ,୨୯।୮(ଡି.ଏନ.ଏ.) କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ କୁମାର ପଣ୍ଡା ଜିଲା ଗସ୍ତ ସମୟରେ ବୁଧବାର ଅଚାନକ ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟ ପରିଦର୍ଶନ…

ଲୋକ ସଭା ସଦସ୍ୟଙ୍କ ବୁଦ୍ଧିଜୀବୀ ସମ୍ମିଳନୀ

କୋମନା,୨୯।୮(ଡି.ଏନ.ଏ.) ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର କବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଲୋକ ସଭା ସଦସ୍ୟ ବସନ୍ତ ପଣ୍ଡା ମୁଖ୍ୟଅତିଥି ଭାବେ…

ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ: ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ଆରମ୍ଭ ହେବ

ନୂଆପଡା ଅଫିସ,୨୯ା୮:  ଶିଶୁଙ୍କ ସେବା, ସୁରକ୍ଷା ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ସେବା ଆରମ୍ଭ ହେବ ବୋଲି ଜିଲାପାଳ ମଧୁସ୍ମିତା…