ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌…

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା: ଗ୍ୟାଙ୍ଗ ଲିଡର ବାଲବଚା ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତି ନଗରରେ ଗତ ୧୫ ତାରିଖରେ ୨ ଅପରାଧୀ ବାଲ୍‌ବଚା ଓ ଖଣ୍ଡି ଗୋଷ୍ଠୀ ମଧ୍ୟରେ ସଂଘର୍ଷ…

ପ୍ରଥମ ମହିଳା ଫ୍ଲାଇଟ୍‌ କମାଣ୍ଡର ହେଲେ ଶାଲିଜା ଧାମି

ନୂଆଦିଲ୍ଲୀ,୨୮।୮: ଭାରତୀୟ ବାୟୁସେନାର ଫ୍ଲାଇଟ୍‌ ୟୁନିଟ୍‌ର ପ୍ରଥମ ମହିଳା ଫ୍ଲାଇଟ୍‌ କମାଣ୍ଡର ଭାବେ ଓ୍ବିଙ୍ଗ୍‌ କମାଣ୍ଡର ଶାଲିଜା ଧାମି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶାଲିଜା ଲୁଧିଆନାର ବାସିନ୍ଦା।…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଣ୍ଡିଜ ଦଳରେ ପରିବର୍ତ୍ତନ

ଜାମାଇକା,୨୮।୮(ପିଟି): ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଏଠାରେ ଶୁକ୍ରବାରଠାରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ୧୩ ଜଣିଆ ଇଣ୍ଡିଜ ଦଳରେ ଗୋଟିଏ ପରିବର୍ତ୍ତନ…

କେରଳର ନେତୃତ୍ୱ ନେବେ ଉଥାପ୍ପା

କୋଚି,୨୮।୮: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ରବିନ ଉଥାପ୍ପା ସୀମିତ ଓଭର ଘରୋଇ କ୍ରିକେଟରେ କେରଳ ଦଳର ଅଧିନାୟକ ଭାବେ ମନୋନୀତ ହୋଇଛନ୍ତି। ନିକଟରେ ବେଙ୍ଗାଲୁରୁଠାରେ ହିମାଚଳ ପ୍ରଦେଶ…

ଶିମିଳିପାଳ ଜଙ୍ଗଲରୁ ୨ ଶିକାରୀ ଗିରଫ: ମାଂସ, ଧନୁ, ତୀର ଜବତ

ଠାକୁରମୁଣ୍ଡା, ୨୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ…

କୋହଲି ପିଉଥିବା ପାଣିର ଦାମ୍‌ ଜାଣିଲେ ଉଡିଯିବ ହୋସ୍‌

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ବିଶେଷ ଗୁରୁତ୍ୱ ଦିଅନ୍ତି, ଯାହା ସଭିଙ୍କୁ ଜଣା। ସେ କଦାପି ଡାଏଟ୍‌ କିମ୍ବା ଏକ୍ସରସାଇଜ କରିବାକୁ…

୮ ଦଫା ଦାବିରେ କେନ୍ଦୁଝର ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮।୮(ସ୍ବ.ପ୍ର.): ବିଭିନ୍ନ ସମସ୍ୟାର ସମାଧାନ ସହ ୮ ଦଫା ଦାବିରେ କେନ୍ଦୁଝର ଜିଲା ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ ଏହାର କର୍ମଚାରୀମାନେ ବୁଧବାର ଆନ୍ଦୋଳନରେ ବସିଛନ୍ତି। ବେତନର ଅସମାନତା…

ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା

ଆରଡ଼ି,୨୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ ଦେଇଥିଲେ।…

ମହିଳାଙ୍କୁ ପ୍ରତାରଣା କରି ଫେରାର ହେବା ଘଟଣା: ଦୁଇ ବର୍ଷ ପରେ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିିକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…