୪୦ବର୍ଷ ପରେ ଘରକୁ ଫେରିଲେ ନିଖୋଜ ବ୍ୟକ୍ତି

ଆସିକା,୨୮ା୮(ଡି.ଏନ୍‌.ଏ.)- ଆସିକା ଥାନା ଅନ୍ତର୍ଗତ ଦେବଭୂମି ଗ୍ରାମର ଜଣେ ବ୍ୟକ୍ତି ୪୦ ବର୍ଷ ହେଲା ନିଖୋଜ ଥିବା ବେଳେ ମଙ୍ଗଳବାର ଘରକୁ ଫେରିଛନ୍ତି। ସେ ହେଲେ କାଶୀନାଥ…

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୨୮ା୮- ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ -୨ ତଥା ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି…

ହଳଦିଆପଦରକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଅକ୍ଟୋବର ୨ରୁ

ବ୍ରହ୍ମପୁର ଅଫିସ,୨୮ା୮- ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ସ୍ଥାନାନ୍ତର ନେଇ ରହିଥିବା ସମସ୍ୟାର ଏବେ ଅନ୍ତ ଘଟିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ହଳଦିଆପଦର ବସ୍‌ଟର୍ମିନାଲକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଭାବେ…

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ ବାଧ୍ୟ…

ଟୁଇଟ୍‌ ପରେ ପାଞ୍ଚାଳୀଙ୍କୁ ମିଳିଲା ରାଶନ ସାମଗ୍ରୀ: ଏକକାଳୀନ ପାଇଲେ ୯ ମାସର ଚାଉଳ

ଭଦ୍ରକ ଅଫିସ, ୨୮ା୮- ଭଦ୍ରକ ଜିଲାରେ ବହୁ ହିତାଧିକାରୀଙ୍କ ଖାଉଟି ସାମଗ୍ରୀ ହରିଲୁଟ୍‌ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଇ ଆସୁଛି। ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ…

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮ା୮(ସ୍ବ.ପ୍ର.)-ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପର ଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି…

ଦିବ୍ୟାଙ୍ଗ ହୋଇ ବି ହାର ମାନି ନାହାନ୍ତି ମୋନିକା

ବନ୍ତ,୨୮।୮(ଡି.ଏନ୍‌.ଏ.)- ଦିବ୍ୟାଙ୍ଗ ହୋଇ ବି ନିଜ ପାଖରେ ହାର୍‌ ମାନିନାହାନ୍ତି ମୋନିକା ା ଉଚ୍ଚ ଶିକ୍ଷାଲାଭ କରିବା ସହ ସେ ନୃତ୍ୟକଳାରେ ପାରଦର୍ଶିତା ହାସଲ କରିଛନ୍ତି ା…

ଏଠି ବୁଣିପଡ଼େ ପରମ୍ପରା ଓ ସଂସ୍କୃତିର ଭିନ୍ନ ମହକ: ବୁଢ଼ା, ଟୋକା ଓ ପିଲା ରୂପରେ ପୂଜା ପାଆନ୍ତି ବିଦ୍ୟାଦାତା

ଭଦ୍ରକ ଅଫିସ,୨୮।୮-ଐତିହ୍ୟ ଓ ଭାଇଚାରାର ସହର ଭଦ୍ରକରେ ଅଗ୍ରପୂଜ୍ୟ ବିଦ୍ୟାଦାତା ଗଣେଶଙ୍କ ପୂଜାର ସାଂସ୍କୃତିକ ମହତ୍ତ୍ୱ ନିଆରା। ଏଠି ବୁଢ଼ା ଗଣେଶ, ଟୋକା ଗଣେଶ, ପିଲା ଗଣେଶ,…

୨ ଶିକ୍ଷକଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଠାକୁରମୁଣ୍ଡା,୨୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ଦୁବପାଳ ସରକାରୀ ଉଚ୍ଚ ବିଦ୍ୟାଳୟର ୨ ଶିକ୍ଷକଙ୍କୁ ବିଦ୍ୟାଳୟରୁ ତୁରନ୍ତ ବଦଳି କରିବା ଦାବିରେ ଗ୍ରାମବାସୀମାନେ…

ପ୍ରଜ୍ଞାଙ୍କ ହାତରେ ଜୀବନ୍ତ ମୃଣ୍ମୟ ମୂର୍ତ୍ତି

ଖୁଣ୍ଟା,୨୮ା୮(ଡି.ଏନ୍‌.ଏ.)- ନାରୀ ଟିଏ କଅଁଳ ଶିଶୁକୁ ଲାଳନପାଳନ କରି ମଣିଷ ପରି ଗଢି ତୋଳିବାରେ ଯେପରି ପାରଙ୍ଗମ, ସେହି ନାରୀ ପୁଣି କଞ୍ଚା କାଦୁଅକୁ ନିଜ ହାତରେ…