ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ

ଡୁବୁରୀ,୨୮।୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ…

ଟ୍ରକ୍‌ ମୁହଁାମୁହଁି ଧକ୍କା, ଜଣେ ଡ୍ରାଇଭର ଗୁରୁତର

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମାଣ୍ଡିଆ ଛକ ନିକଟରେ ମଙ୍ଗଳବାର ୨ ଟ୍ରକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍‌…

ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା

ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ ଜଣଙ୍କ…

ପୌର ପାଳିକାର ସ୍ବଚ୍ଛସାଥୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ :୩୬ ପଦବୀ, ୧୯୫ ଆବେଦନକାରୀ

ପାରାଦୀପ,୨୮ା୮(ସ୍ବ.ପ୍ର.): ରାଜ୍ୟର ସମସ୍ତ ପୌରାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳରେ ଏବେ ସରକାର ସ୍ବଚ୍ଛ ସାଥୀ ଓ ଓ୍ବାର୍ଡ ଅଫିସର ପଦ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି।…

ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଛତୁ…

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା କେବଳ ସ୍ବାଦିଷ୍ଠ ନୁହେଁ, ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକ ତତ୍ତ୍ୱରେ ଭରପୂର ଥିବା ଛତୁକୁ ଆୟୁର୍ବେଦ ଶାସ୍ତ୍ରରେ…

ହାର୍ଦ୍ଦିକଙ୍କ ଜୀବନରେ ନୂଆ ପ୍ରେମିକା

ମୁମ୍ବାଇ: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ନିଜର ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ। ବିଗତ ଦିନରେ ବଲିଉଡ୍‌ ଅଭିନେତ୍ରୀ ଈଶା ଗୁପ୍ତା, ଉର୍ବଶୀ ରୌତେଲା ଏବଂ ପରିଣୀତି…

ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା: ପୋଲିସ ଗିରଫରେ ୩ ଅଭିଯୁକ୍ତ, ଜଣେ ଫେରାର; ପ୍ରମାଣ ନଷ୍ଟ କରିବାକୁ ନିକଟସ୍ଥ ଜଙ୍ଗଲରେ ପୋଡିଥିଲେ ମୃତଦେହ

ଏମ୍‌ଭି-୭୯/କାଲିମେଳା,୨୭।୮(ଡି.ଏନ.ଏ.): ଜଣେ ବୃଦ୍ଧଙ୍କୁ ହତ୍ୟା କରାଯିବାର ୨୨ ଦିନ ପରେ ଘଟଣା ଉପରୁ ପରଦା ଉଠିଛି। ଗୁଣିଗାରେଡି ସନ୍ଦେହରୁ ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତମାନେ ପ୍ରମାଣ ନଷ୍ଟ…

ପୋଲରୁ କଙ୍କ୍ରିଟ୍‌ ଉଠି ଯିବାରୁ ଯାତାୟାତରେ ଅସୁବିଧା

ଡେଲାଙ୍ଗ, ୨୭ା୮(ଡି.ଏନ୍‌.ଏ.)-ଖୋର୍ଦ୍ଧା-ପଟ୍ଟନାୟିକିଆ ରାସ୍ତାର ତିରିମଲଠାରେ ଦୟାନଦୀ ଉପରେ ନିର୍ମାାଣ ହୋଇଥିବା ସେତୁ ଉପରୁ କଙ୍କ୍ରିଟ ଉଠିଯିବା ଫଳରେ ରଡ ଗୁଡିକ ବାହାରି ପଡିଥିବାରୁ ଯାତାୟତରେ ଅସୁବିଧା ହୋଇଛି।…

ପୂର୍ବ ଶତ୍ରୁତାରୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଧରିବା ଦାବିରେ ଥାନା ସମ୍ମୁଖରେ ଧାରଣା

ଗୋପ, ୨୭।୮(ଡି.ଏନ୍‌.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ…

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର…