ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌ ପକ୍ଷରୁ…

ରମେଶ ପାଓ୍ବାର ଭାରତ-ଏ’ର ବୋଲିଂ କୋଚ୍‌

ମୁମ୍ବାଇ, ୨୭।୮- ପ୍ରାକ୍ତନ ଭାରତୀୟ ସ୍ପିନର ରମେଶ ପାଓ୍ବାରଙ୍କୁ ଭାରତ-ଏ କ୍ରିକେଟ୍‌ ଦଳର ବୋଲିଂ କୋଚ୍‌ ନିଯୁକ୍ତ କରାଯାଇଛି। ଘରୋଇ ଭାରତ-ଏ ଗୁରୁବାରଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ…

ଭାରସାମ୍ୟ ହରାଇ ଓଲଟିଲା ବାଉଁଶ ବୋଝେଇ ଅପେରା ଗାଡ଼ି

ଆନନ୍ଦପୁର,୨୭। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବାଲୁଙ୍କେଶ୍ୱର ଛକଠାରେ ମଙ୍ଗଳବାର (ନଂ.ଓଆର୦୫-ଏଫ୦୮୨୧) ବିଶିଷ୍ଟ ଏକ ୧୦ ଚକିଆ ବାଉଁଶ…

ବକ୍ସ ଅଫିସରେ ସୁପର୍‌ହିଟ୍‌ ସାବ୍ୟସ୍ତ ହେଲା ବାଟ୍‌ଲା ହାଉସ୍‌

ଅଗଷ୍ଟ ୧୫ରେ ରିଲିଜ ହୋଇଥିବା ଜନ ଆବ୍ରାହମଙ୍କ ସିନେମା ‘ବାଟ୍‌ଲା ହାଉସ’ ବକ୍ସ ଅଫିସ୍‌ରେ ସୁପର୍‌ହିଟ୍‌ ସାବ୍ୟସ୍ତ ହୋଇଛି। ଅକ୍ଷୟ କୁମାଙ୍କ ‘ମିଶନ୍‌ ମଙ୍ଗଲ୍‌’କୁ ଏହି ଫିଲ୍ମ…

ଚିଦାମ୍ବରମଙ୍କ ହେବ ଲାଏ ଡିଟେକ୍ଟର ଟେଷ୍ଟ: ସିବିଆଇ

ନୂଆଦିଲ୍ଲୀ,୨୭।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଛନ୍ଦି ହୋଇ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡରେ ଅଛନ୍ତି। ଅଗଷ୍ଟ ୩୦ ପର୍ଯ୍ୟନ୍ତ ସେ ସିବିଆଇ ହେପାଜତରେ ରହିଥିବା…

ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି…

ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ…

ଛାତ୍ର ସଂସଦ ନିର୍ବାଚନ ବାତିଲ ଘଟଣା: ଏବିଭିପି ପକ୍ଷରୁ ଦେବଗଡ଼ କଲେଜ ସମ୍ମୁଖରେ ପ୍ରତିବାଦ

ଦେବଗଡ଼,୨୭।୮(ଡି.ଏନ୍‌.ଏ.): ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ମଙ୍ଗଳବାର ଦେବଗଡ଼ ମହାବିଦ୍ୟାଳୟରେ ଏବିଭିପି ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କୁ ନିନ୍ଦା କରାଯାଇଛି । ଛାତ୍ରମାନେ କଲେଜ…

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର ଗ୍ରାମବାସୀ…

ପୁଣି ବିବାଦରେ ପପୁ ପମ୍‌ପମ୍‌: ରାନୁଙ୍କୁ ଅନୁକରଣ କରୁଥିବାର ଭିଡିଓ ଭାଇରାଲ, କଟୁ ସମାଲୋଚନା କରୁଛନ୍ତି ପ୍ରଶଂସକ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ପୁଣି ବିବାଦରେ କମେଡିଆନ୍‌ ପପୁ ପମ୍‌ପମ୍‌ ଓରଫ ତତ୍ତ୍ୱ ପ୍ରକାଶ ଶତପଥି। ନିକଟରେ ନିଜର ଆଗାମୀ ଫିଲ୍ମ ‘ମିଷ୍ଟର କହ୍ନେୟାଁ’ ପୋଷ୍ଟରକୁ ନେଇ ସେ…