ରାନୁଙ୍କର ଖୋଲିଲା ଭାଗ୍ୟ: ପ୍ରଥମ ଗୀତ ପାଇଁ ନେଲେ ୭ ଲକ୍ଷ ପାରିଶ୍ରମିକ

ମୁମ୍ବାଇ, ୨୭।୮: ପଶ୍ଚିମବଙ୍ଗ ରେଳଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁ ମଣ୍ଡଳଙ୍କ ଉପରେ ଭାଗ୍ୟ ଦେବୀ ପ୍ରସନ୍ନ ହୋଇଛନ୍ତି। ତାଙ୍କର ପ୍ରଥମ ଗୀତ ରେକର୍ଡିଂ ହୋଇଛି।…

‘ଏସ୍‌ ଅଫ୍‌ ସ୍ପେସ୍‌’ ସିଜନ୍‌-୨ରେ ପ୍ରକୃତି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଗୋଟିକ ପରେ ଗୋଟିଏ ସଫଳତାର ପାହାଚ ଚଢୁଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ରାଜ୍ୟ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ଜାତୀୟ ଟେଲିଭିଜନ ଚ୍ୟାନେଲ ଏମ୍‌…

ସଭାପତି ପଦରେ ରହିଲେ ନିରଞ୍ଜନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ…

ସପ୍ତମ ଅର୍ଥନୈତିକ ଗଣନା ଆରମ୍ଭ:ଅଣକୃଷି ଅର୍ଥନୈତିକ କାର୍ଯ୍ୟକଳାପ ଜାଣିବାକୁ ବ୍ୟାପକ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ସପ୍ତମ ଅର୍ଥନୈତିକ ଗଣନା ସୋମବାରଠାରୁ ଆରମ୍ଭ କରାଯାଇଛି। ଲୋକସେବା ଭବନଠାରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏହି ଗଣନାର ଶୁଭାରମ୍ଭ କରିଛନ୍ତି। ଏହାସହ ଅର୍ଥନୈତିକ…

‘ପାଗଲପନ୍ତି’ରେ ଜନ୍‌ ଆବ୍ରାହମ

ମୁମ୍ବାଇ: କପ୍‌-ଡ୍ରାମା ଏବଂ ଆକ୍ସନ ଫିଲ୍ମ ପରେ ଜନ୍‌ ଆବ୍ରାହମ୍‌ଙ୍କୁ ଆଗାମୀ କମେଡି ଫିଲ୍ମ ‘ପାଗଲପନ୍ତି’ରେ ଦେଖିବାକୁ ମିଳିବ। ଉକ୍ତ ଫିଲ୍ମ ଚଳିତ ବର୍ଷ ଶେଷଭାଗରେ ରିଲିଜ…

ଚନ୍ଦ୍ରପୃଷ୍ଠର ସାନି ଫଟୋ ଜାରିକଲା ଇସ୍ରୋ

ଚେନ୍ନାଇ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପୁନର୍ବାର ଚନ୍ଦ୍ରର ପୃଷ୍ଠଭାଗ ଓ ଏଠାରେ ଥିବା ମୃତ ଆଗ୍ନେୟଗିରି ମୁଖ (କ୍ରେଟର)ର ଫଟୋ ପ୍ରକାଶ କରିଛି। ଚନ୍ଦ୍ରୟାନ-୨…

ବିଦେଶୀ ଗଣମାଧ୍ୟମରେ କଶ୍ମୀର

ନୂଆଦିଲ୍ଲୀ,୨୭ା୮: ଭାରତ ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଅଗଷ୍ଟ ୫ରେ ଉଚ୍ଛେଦ କରିଥିଲେ। ଏହା ପୂର୍ବରୁ ଶତାଧିକ ସ୍ଥାନୀୟ ନେତାଙ୍କୁ…

ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ…

୩୭୦ ଉଚ୍ଛେଦ ନିଷ୍ପତ୍ତିର ଗୁରୁତ୍ୱ ଲୋକଙ୍କୁ ଜଣାଇବ ଭାଜପା

ନୂଆଦିଲ୍ଲୀ,୨୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିର ଗୁରୁତ୍ୱ ସମ୍ପର୍କରେ ଭାଜପା ଜନସାଧାରଣଙ୍କୁ ଜଣାଇବ। ଏଥିପାଇଁ ମାସେ ବ୍ୟାପୀ ସାରା…

ଲଲାଟ ଇନ୍ଦୁ ପରିଜାଙ୍କ ଦେହାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଲଲାଟ ଇନ୍ଦୁ ପରିଜାଙ୍କର ସୋମବାର କଟକସ୍ଥିତ ଏକ ଘରୋଇ ନର୍ସିଂହୋମରେ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ…