୧୧ ବନ୍ୟାକ୍ଳିଷ୍ଟ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିବ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ, ୨୫ା୮(ପି.ଟି.): ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ବିତ୍ପାତ ଦେଖାଦେବା ପରେ ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଏକ କେନ୍ଦ୍ରୀୟ ଟିମ୍‌ ୧୧ ରାଜ୍ୟ ଗସ୍ତ…

୨୦୨୧ ପୂର୍ବରୁ କଶ୍ମୀରରେ ନିର୍ବାଚନ ସମ୍ଭବ ନୁହେଁ

ଜମ୍ମୁ/ଶ୍ରୀନଗର,୨୫ା୮ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ୨୦୨୧ ପୂର୍ବରୁ ବିଧାନସଭା ନିର୍ବାଚନ ହେବା ସମ୍ଭବ ନୁହେଁ ବୋଲି ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡିଛି। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର…

ଦକ୍ଷତା ଦେଖାଇଲେ କୁନି ବୈଜ୍ଞାନିକ

କାମାକ୍ଷାନଗର, ୨୫।୮(ଡି.ଏନ.ଏ.) - କାମାକ୍ଷାନଗର ସରସ୍ବତୀ ଶିଶୁମନ୍ଦିରରେ ଶନିବାର ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୯ ଶିକ୍ଷାନୁଷ୍ଠାନର ୧୩୯ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।…

ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) - ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ ଲାଗିଛି।…

ଜିଏସ୍‌ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍‌ଲୀ

ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ…

୧୦୦ ଲକ୍ଷ କୋଟିର ଭିତ୍ତିଭୂମି ନିର୍ମାଣ ନେଇ ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର ଚିହ୍ନଟ…

ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି

ନୂଆଦିଲ୍ଲୀ,୨୫-୮: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି କରି…

ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ଲାଗି ପ୍ରସ୍ତୁତି

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି ଲାଗି ଜୋରଦାର ଉଦ୍ୟମ ଚଳାଇଛନ୍ତି। କମ୍ପାନୀର ଆର୍ଥିକ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ତୈଳ…

ବିଏସ୍‌ଏନ୍‌ଏଲ-ଏମ୍‌ଟିଏନ୍‌ଏଲ୍‌ର ପୁନରୁଜ୍ଜୀବନ ଯୋଜନାକୁ ପିଏମ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର କ୍ଷତିରେ ଚାଲୁଥିବା ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇବେ ନାହିଁ। ଏହି ଦୁଇ…

ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) - ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ…