ଜଲାନ କମିଟି ରିପୋର୍ଟ ପ୍ରଦାନ: ସୋମବାର ଆର୍‌ବିଆଇର ବିଚାର

ମୁମ୍ବାଇ,୨୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଶୁକ୍ରବାର ତାଙ୍କର ରିପୋର୍ଟ କେନ୍ଦ୍ରୀୟ ବ୍ୟାଙ୍କକୁ ପ୍ରଦାନ କରିଛନ୍ତି। ସୋମବାର ଆର୍‌ବିଆଇ…

ଜେଟ୍‌ଲୀଙ୍କୁ ଝୁରିଲା ଶିଳ୍ପ ଜଗତ

ନୂଆଦିଲ୍ଲୀ, ୨୫-୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଜେପି ନେତା ଅରୁଣ ଜେଟଲୀଙ୍କ ମୃତ୍ୟୁରେ ଦେଶର ଶିଳ୍ପ ଜଗତ ପକ୍ଷରୁ ଗଭୀର ଶୋକପ୍ରକାଶ କରାଯାଇଛି। ଦେଶ ଜଣେ ପ୍ରକୃତ…

ରାଜ୍ୟରେ ସ୍ଥାପନ ହେବ ୧୫ କତା କ୍ଲଷ୍ଟର

ଭୁବନେଶ୍ୱର, ୨୫-୮(ବ୍ୟୁରୋ): କେନ୍ଦ୍ର ଏମ୍‌ଏମ୍‌ଏମ୍‌ଇ ମନ୍ତ୍ରଣାଳୟର ସ୍କିମ୍‌ ଅଫ୍‌ ଫଣ୍ଡ୍‌ ଫର୍‌ ରିଜେନେରେଶନ ଅଫ୍‌ ଟ୍ରାଡିଶନାଲ ଇଣ୍ଡଷ୍ଟ୍ରିଜ(ସ୍ଫ୍ରୁତି) କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୧୫ କତା କ୍ଲଷ୍ଟର ସ୍ଥାପନ…

ମାଓବାଦୀ ପ୍ରଭାବିତ ଗ୍ରାମରେ ବିଧାୟକ

ବଇଣ୍ଡା,୨୫।୮(ଡି.ଏନ.ଏ.) - ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ମାଓବାଦୀ ପ୍ରଭାବିତ ଲକ୍ଷ୍ମୀପୁର ଗ୍ରାମ ପରିଦର୍ଶନରେ କରି ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପାହାଡ଼ିଆ ରାସ୍ତାରେ…

ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ୍‌ ତାର

ଅନୁଗୋଳ ଅଫିସ, ୨୫।୮ - ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ପଞ୍ଚାୟତର ଶିମିଳିଛୁଇଁ ଗ୍ରାମରେ ମୁଣ୍ଡ ଉପରେ ଝୁଲି ରହିଛି ବିଦ୍ୟୁତ୍‌ ତାର। ଏ ନେଇ…

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌…

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) - ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ…

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ…

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର…