ଟିମ୍‌ କ୍ଲିନ ସିଟି ପକ୍ଷରୁ ହିଞ୍ଜିଳିକାଟୁରେ ପୋଷ୍ଟର ଚିରା

ହିଞ୍ଜିଳିକାଟୁ,୨୪।୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରର ରାସ୍ତା କଡ଼ରେ ଟିମ୍‌ କ୍ଲିନ ସିଟି ଶନିବାର ହିଞ୍ଜିଳିକାଟୁରେ ପୋଷ୍ଟର ଚିରା ଅଭିଯାନ ଆରମ୍ଭ କରିଛି। ବ୍ରହ୍ମପୁର ମହାନଗରରେ ଲଗାତାର…

ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ…

ଜେଟ୍‌ଲୀଙ୍କ ବିୟୋଗରେ ଶୋକାକୁଳ କ୍ରୀଡ଼ାଜଗତ

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସ୍ଥାନୀୟ ଏମ୍‌ସ ମେଡିକାଲରେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଦୁଃଖଦ ଘଟଣାରେ ସମ୍ପୂର୍ଣ୍ଣ କ୍ରୀଡ଼ାଜଗତ ଶୋକାକୁଳ…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା

ନାଉଗାଁ,୨୪ା୮(ସ୍ବ.ପ୍ର.): ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ସରକାର ବନ୍ଦ କରିଛନ୍ତି। ଉକ୍ତ ନିର୍ବାଚନକୁ ନେଇ ମହାବିଦ୍ୟାଳୟରେ ଛାତ୍ରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅଗଣତନ୍ତ୍ରଭାବେ ସରକାର ଛାତ୍ର…

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣା: ୨ କର୍ମଚାରୀ ନିଲମ୍ବିତ

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣାରେ ଶନିବାର ୨ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ, ବରଗଡ଼ ସବ୍‌ଜେଲରେ କାର୍ଯ୍ୟରତ…

ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ ହେଲେ ମୋଦି

ଆବୁଧାବି,୨୪।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ…

ମୃତ୍ୟୁ ପରେ ମୋ’ ସମ୍ପତ୍ତି ପୁଅଝିଅଙ୍କ ମଧ୍ୟରେ ଅଧାଅଧା ବଣ୍ଟାଯିବ: ଅମିତାଭ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନ ଭଲ ଅଭିନେତା ସାଙ୍ଗକୁ ଜଣେ ଭଲ ପିତା ମଧ୍ୟ। କର୍ମକୁ ସେ ଯେତିକି ପ୍ରାଧାନ୍ୟ ଦେଇଥାନ୍ତି ତା’ଠାରୁ ଅଧିକ ସେ…

ଭାଜପା ପାଇଁ ଅଶୁଭ ଅଗଷ୍ଟ

ନୂଆଦିଲ୍ଲୀ,୨୪।୮: ଅଗଷ୍ଟ ମାସ ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ଅଶୁଭ ବୋଲି ଆଲୋଚନା ହେଉଛି। କାରଣ ଅଗଷ୍ଟ ମାସରେ ହିଁ ଭାଜପା ତା’ର କେତେଜଣ ବରିଷ୍ଠ ନେତାଙ୍କୁ…

ଏହି ଯୁବକଙ୍କ ଯୋଗୁ ରାତାରାତି ବଦଳିଗଲା ରାନୁଙ୍କ ଭାଗ୍ୟ

https://youtu.be/p_YV43MctuY ସୋସିଆଲ ମିଡିଆ ରାତାରାତି କାହାର ନା କାହାର ଭାଗ୍ୟ ବଦଳାଇ ଦେଉଛି। ସଦ୍ୟ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ। ନିଜର କଣ୍ଠସ୍ବରରେ ରାନୁ ଇଣ୍ଟରନେଟ୍‌ରେ ଫ୍ୟାନ୍‌ଙ୍କ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା

ଚଢ଼େଇଧରା,୨୪ା୮(ଡି.ଏନ୍‌.ଏ)- ଯାଜପୁର ଜିଲା ଜେନାପୁର ଥାନା ପୁରୁଣା ବଉଳମାଳ ପଞ୍ଚାୟତ କୃଷ୍ଣପଶି ଗ୍ରାମସ୍ଥିତ ଶ୍ୱଶୁର ଘରେ ଶୁକ୍ରବାର ଜ୍ୱାଇଁ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।…