ଏୟାରସେଲ୍‌-ମାକ୍ସିସ ମାମଲାରେ ୩ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୮(ପି.ଟି.): ଏୟାରସେଲ୍‌-ମାକ୍ସିସ୍‌ ମାମଲାରେ ଦିଲ୍ଲୀର ଏକ ଅଦାଲତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଗିରଫଦାରିରୁ ସୁରକ୍ଷା ଦେଇଛନ୍ତି।…

୫ ରାଷ୍ଟ୍ରକୁ ଚିଦାମ୍ବରମଙ୍କ କମ୍ପାନୀର ବିବରଣୀ ମାଗିଲା ସିବିଆଇ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମାଲିକାନାରେ ଥିବା ବିଭିନ୍ନ ସେଲ୍‌ କମ୍ପାନୀ ଓ…

ବିରୋଧୀ ଦଳ ନେତାଙ୍କ ସହ: ଆଜି ଶ୍ରୀନଗର ଯିବେ ରାହୁଲ

ନୂଆଦିଲ୍ଲୀ,୨୪।୮(ପି.ଟି.): ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି ଶନିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗର ଗସ୍ତ କରିବେ। ଉପତ୍ୟକାବାସୀଙ୍କୁ ଭେଟିବା ଲାଗି ତାଙ୍କ…

ପାକ୍‌ ରେଳମନ୍ତ୍ରୀଙ୍କୁ ଲଣ୍ଡନରେ ଅଣ୍ଡାମାଡ଼

ଇସ୍‌ଲାମାବାଦ,୨୪।୮(ଆଇଏଏନ୍‌ଏସ୍‌): ପାକିସ୍ତାନ ରେଳମନ୍ତ୍ରୀ ତଥା ଆଓ୍ବାମୀ ମୁସ୍‌ଲିମ୍‌ ଲିଗ୍‌ (ଏଏମ୍‌ଏଲ୍‌) ଅଧ୍ୟକ୍ଷ ଶେଖ୍‌ ରଶିଦ୍‌ ଅହମ୍ମଦଙ୍କୁ ମଙ୍ଗଳବାର ଲଣ୍ଡନରେ ଅଣ୍ଡାମାଡ଼ ହୋଇଛି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର…

ଜଳୁଛି ଆମାଜନ ଜଙ୍ଗଲ

ହୁମାଇଟା,୨୪।୮: ବିଶ୍ୱର ଫୁସ୍‌ଫୁସ୍‌ କୁହାଯାଉଥିବା ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ହୁ ହୁ ହୋଇ ଜଳୁଛି। ପୃଥିବୀକୁ ୨୦ ପ୍ରତିଶତ ଅମ୍ଳଜାନ ଯୋଗାଉଥିବା…

‘ବାଲାକୋଟ-ଦି ଟ୍ରୁ ଷ୍ଟୋରି’ରେ ବିବେକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ପରେ ଅଭିନେତା ବିବେକ ଓବେରୟ ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଉପରେ ନିର୍ମାଣ ହେବାକୁ ଯାଉଥିବା ଫିଲ୍ମରେ ଅଭିନୟ କରିବେ। ବାଲାକୋଟର ଆତଙ୍କବାଦୀ…

ପ୍ରିୟଙ୍କା ବ୍ୟକ୍ତିଗତ ମତ ଦେଇପାରିବେ: ଜାତିସଂଘ

ଜତିସଂଘ: ୟୁନିସେଫ୍‌ ଗୁଡଓ୍ବିଲ୍‌ ଆମ୍ବାସାଡର (ସଦିଚ୍ଛାମୂଳକ ରାଷ୍ଟ୍ରଦୂତ)ଭାବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କର ବ୍ୟକ୍ତିଗତ ମତ ଦେବା ଅଧିକାର ରହିଛି ବୋଲି ଜାତିସଂଘ ମୁଖପାତ୍ର ପ୍ରକାଶ କରିଛନ୍ତି। ପ୍ରିୟଙ୍କା…

ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ବିସ୍ଫୋରକ ବୟାନ: ଖରାପ ସ୍ଥିତିରେ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୪ା୮: କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ କୁହାଯାଉଥିବା ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି।…

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ…

ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ ଶୁକ୍ରବାର…