ଅବସାଦ ଦୂର କରେ ଶାସ୍ତ୍ରୀୟ ସଙ୍ଗୀତ

ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ ଅସୁସ୍ଥ…

ବାପ ପୁଅଙ୍କୁ କାତିରେ ଆକ୍ରମଣ, ଜଣେ ଅଟକ

ବୁଗୁଡ଼ା,୨୩ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାରର ବାପ ଓ ପୁଅକୁ କାତିରେ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗଁାର ଜଳନ୍ଧର…

ଦିଗପହଣ୍ଡିରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ଦିଗପହଣ୍ଡି,୨୩ା୮(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସର ସ୍ବତନ୍ତ୍ର ଟିମ ଶୁକ୍ରବାର ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମର ହୋଟେଲ, ମୋଟର ଗ୍ୟାରେଜ, ଢ଼ାବା, ଫାଷ୍ଟଫୁଡ ଦୋକାନ ସମେତ ବିଭିନ୍ନ ବ୍ୟବସାୟ…

ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି…

ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ

ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍‌ରେ ପ୍ରିୟାଙ୍କ ପଞ୍ଚାଲଙ୍କ…

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ…

ବଜ୍ରପାତରେ ୨ ମୃତ, ୨ ଗୁରୁତର

କାମାକ୍ଷାନଗର,୨୩।୮(ଡି.ଏନ୍‌.ଏ.)-ଢେଙ୍କାନାଳ କାମାକ୍ଷାନଗର ଏବଂ କଙ୍କଡ଼ାହାଡ଼ ବ୍ଲକରେ ଶୁକ୍ରବାର ପୃଥକ୍‌ ସ୍ଥାନରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ବାଲିପଡ଼ା ଗ୍ରାମର…

ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ କାମରେ…

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି ଟ୍ରକ୍‌…

ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବଇଣ୍ଡା,୨୩।୮(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା କାଶୀନାଥପୁର ଗ୍ରାମରେ ଗୁରୁବାର ପୋଖରୀରେ ବୁଡ଼ି ଅକୁର ମାଝିଙ୍କ ଅଢେଇ ବର୍ଷର ଶିଶୁକନ୍ୟା ଶିଲା ମାଝିଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି,…