ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା…

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌…

୨୪ ଘଣ୍ଟାରେ ସାପ କାମଡାରେ ୨ମୃତ

ମାଲକାନଗିରି,୨୩ା୮ (ଡି.ଏନ.ଏ.)- ମାଲକାନଗିରି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସାପ କାମୁଡାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦେବା ମାଡକାମୀ ଓ ମାଳତି ରାୟ।…

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା…

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ…

ଶାଶୁଘରେ ବିଷ ପିଇ ମହିଳା ମୃତ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ

କାଳିମେଳା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଏମ୍‌ଭି-୬୬ ଗ୍ରାମରେ ବିଷ ପିଇବା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଶିବୁ ସରକାରଙ୍କ ସ୍ତ୍ରୀ…

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ ଆରମ୍ଭ…

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ ଡୋପ…

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ…

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ…