ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ…

ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି

ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି।

ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି

ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି।

ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି

ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି।

ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ

ରସୁଲଗଡ଼ ବାଲିଆପାଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ରାଧାକୃଷ୍ଣ ବେଶ।

ରାଶିଫଳ: ଶନିବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମଗୁଡ଼ିକ ଅଟକିବ ନାହିଁ । ସହକର୍ମୀ କିମ୍ବା ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ…

ମୋଦିଙ୍କ ଭାଷଣ ଶୁଣିବାକୁ ନାମ ପଞ୍ଜୀକରଣ କଲେ ୫୦ ହଜାର ଲୋକ

ହଷ୍ଟନ,୨୩।୮: ଆସନ୍ତା ମାସରେ ଆମେରିକାର ହଷ୍ଟନଠାରେ ଥିବା ଏନ୍‌ଜିଆର୍‌ ଷ୍ଟାଡିୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଉଦ୍‌ବୋଧନ ଶୁଣିବା ଲାଗି…

ଗ୍ରାମାଞ୍ଚଳରେ ଆତଙ୍କ ସହ ପୋଲିସ ଉପରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ଶିବ ସମେତ ୮ ଗିରଫ; ବନ୍ଧୁକ, ଗୁଳି, ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୩।୮- ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଆତଙ୍କରାଜ ଚଳାଇଥିବା ଶିବ ସେଠୀ ଗ୍ୟାଙ୍ଗର ମୁଖ୍ୟ ଦୁର୍ଦ୍ଦାନ୍ତ ଶିବ ସମେତ ୮ଜଣଙ୍କୁ କାବୁ କରିଛି ବ୍ରହ୍ମପୁର ପୋଲିସ। ଗିରଫ…

ମରଣ ମୁହଁରୁ ବର୍ତ୍ତିଲେ ବାଳକ

ସୁରଟ,୨୩।୮: ରଖିଲେ ହରି ମାରିବ କିଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗୁଜରାଟର ସୁରଟରେ। ଜଣେ ୭ବର୍ଷର ବାଳକ ଉପରେ କାର୍‌ ମାଡିଯାଇଥିଲା। ହେଲେ…