ଗୋଟିଏ ଦିନ ଦେଶର ପ୍ରଧାନମନ୍ତ୍ରୀ ହେଲେ ଏମିତି କରିବେ ବାହୁବଳୀ ପ୍ରଭାସ

ବାହୁବଳୀ ଷ୍ଟାର୍‌ ପ୍ରଭାସ ‘ସାହୋ’ ଜରିଆରେ ବଲିଉଡରେ ଡେବ୍ୟୁ କରୁଛନ୍ତି। ଫିଲ୍ମର ପ୍ରମୋଶନ ପାଇଁ ସାଥୀ କଳାକାର ଶ୍ରଦ୍ଧା କପୁରଙ୍କ ସହ ବିଭିନ୍ନ ଜାଗାକୁ ମଧ୍ୟ ଯାଉଛନ୍ତି।…

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର…

ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ

କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ…

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡି କର୍ମୀ

କଟନି,୨୩।୮: ମଧ୍ୟପ୍ରଦେଶର କଟନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ…

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି…

ସ୍କୁଟିକୁ ଧକ୍କାଦେଇ ବସ୍‌ ଫେରାର: ୧ମୃତ,ଜଣେ ଗୁରୁତର

ରସୁଲପୁର,୨୩।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବସ୍‌ ସ୍କୁଟିକୁ ଧକ୍କାଦେବାରୁ ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…

ଶ୍ରୀନଗର ହେଲିକପ୍ଟର ଦୁର୍ଘଟଣା: ୫ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ

ଶ୍ରୀନଗର,୨୩।୮: ଭାରତୀୟ ବାୟୁସେନା ନିଜର ୫ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ଫେବୃୟାରୀ ୨୭ରେ ଶ୍ରୀନଗରରେ ନିଜର ହେଲିକପ୍ଟର ଉପରେ ହୋଇଥିବା ଫାୟାରିଂ ମାମଲାରେ…

ୟୁଏସ୍‌ ଓପନ ଟେନିସ

ଶ୍ରେଷ୍ଠ ସିଡ୍‌ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍‌ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍‌ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି। ହାର୍ଡ…

ପାରା ବ୍ୟାଡ୍‌ମିଣ୍ଟନର ଅର୍ଜୁନ

ରାଜ୍ୟର ଅଷ୍ଟମ ଖେଳାଳି ଭାବେ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ପ୍ରଥମ ପାରା ଆଥଲେଟ୍‌ ହିସାବରେ ସେ ରାଜ୍ୟ ପାଇଁ ଏହି ସମ୍ମାନ…

ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼ ଅଫିସ,୨୩।୮: ବରଗଡ଼ ସହର ଉପକଣ୍ଠ ଖେଦାପାଲି ନିକଟରେ ନବର୍ନିମିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ ହୋଇଛି। ଶ୍ରମ ଓ ଗ୍ରାମ୍ୟ…