ଆଜି ପବିତ୍ର ଜନ୍ମାଷ୍ଟମୀ, ଗାଁଠୁ ସହର ଉତ୍ସବ ମୁଖର

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହିଦିନରେ ଧରାପୃଷ୍ଠରେ ଜନ୍ମ ନେଇଥିଲେ ପ୍ରଭୁ ଶ୍ରୀକୃଷ୍ଣ। ଏଥିପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ରାଜଧାନୀର ଇସ୍କନ ମନ୍ଦିର…

ଫ୍ରାନ୍ସରେ ପହଞ୍ଚିଲେ ମୋଦି

ପ୍ୟାରିସ୍‌, ୨୩ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରାଷ୍ଟ୍ରୀୟ ଗସ୍ତକ୍ରମରେ ଗୁରୁବାର ଫ୍ରାନ୍ସରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଫ୍ରାନ୍ସର ବହିର୍ବ୍ୟାପାର ତଥା ୟୁରୋପ ବ୍ୟାପାର ଦାୟିତ୍ୱରେ ଥିବା ମନ୍ତ୍ରୀ ଜିନ୍‌-ୟେଭ୍ସ୍‌…

କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ

ପ୍ୟାରିସ୍‌, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା…

ବାତ୍ୟା ତିତ୍‌ଲି ଯିବାର ୧୦ ମାସ : କ୍ଷତିଗ୍ରସ୍ତ ଚାଷୀ ପାଇଲେନି ବୀମା ରାଶି

ଖୋର୍ଦ୍ଧା ଅଫିସ,୨୩ା୮:ପ୍ରାକୃତିକ ବିପର୍ଯ୍ୟୟ ଓ ଅନ୍ୟ କୌଣସି କାରଣରୁ ଫସଲ ନଷ୍ଟ ହେଲେ କ୍ଷତିପୂରଣ ପାଇବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଚାଷୀ କରିଥିଲେ।…

ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ

କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ ମଜୁରିପ୍ରାପ୍ତ…

ପୁଣି କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି…

ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ…

ଫନୀ ଉଜାଡ଼ିଦେଲା ବ୍ୟବସାୟ : ମିଳୁନି କଞ୍ଚାମାଲ୍‌, ଚିନ୍ତାରେ ମୂର୍ତ୍ତି କାରିଗର

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଏବର୍ଷ ଫନୀ ଉଜାଡ଼ିଦେଲା ମୂର୍ତ୍ତି ବ୍ୟବସାୟ। ଚିନ୍ତାରେ ମୂର୍ତ୍ତି କାରିଗର। ଭଲ ରୋଜଗାର ଦେଉଥିବା ଏହି ଋତୁକାଳୀନ ବ୍ୟବସାୟ ଏଥର ବାତ୍ୟା ଫନୀ ଯୋଗୁ…

ଆଗକୁ ଆସୁଛି ପର୍ବପର୍ବାଣି, ଡିସିପିଙ୍କ ବୈଠକ : ଅପରାଧୀଙ୍କୁ ଧରିବାକୁ କମିଶନ୍‌ରେଟ ପୋଲିସର ବ୍ଲ୍ୟୁ ପ୍ରିଣ୍ଟ

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଆଗକୁ ଆସୁଛି ଗଣେଶ ପୂଜାଠାରୁ ଆରମ୍ଭ କରି ଦଶହରା ପର୍ଯ୍ୟନ୍ତ ପର୍ବପର୍ବାଣି। ତେଣୁ ରାଜଧାନୀରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବ। ତେଣୁ କିଭଳି ଶାନ୍ତିଶୃଙ୍ଖଳାରେ…

ସିନାପାଲି ତହସିଲରେ ୧୪୫ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ

ସିନାପାଲି,୨୩।୮(ଡି.ଏନ.ଏ.)-ସିନାପାଲି ତହସିଲ ପରିସରରେ ଗୁରୁବାର ଜମିହୀନମାନଙ୍କୁ ପଟ୍ଟା ବଣ୍ଟନ କରାଯାଇଛି। ବସୁନ୍ଧରା ଯୋଜନା ମାଧ୍ୟମରେ ସିନାପାଲି ତହସିଲ ଅନ୍ତର୍ଗତ ବିଭିନ୍ନ ଗ୍ରାମର ୧୪୫ ଜଣ ହିତାଧିକାରୀଙ୍କୁ ୪…