ଗାଈକୁ ବାଘ ଖାଇଗଲା

କପ୍ତିପଦା,୨୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କଟୁରିଆ ହୁଡିସାହି ଗ୍ରାମର ଦୁଲି ମୁର୍ମୁ ନାମକ ଜଣେ ମହିଳାଙ୍କ ଏକ ଗାଈକୁ ନଟୋ ସଂରକ୍ଷିତ ଜଙ୍ଗଲରେ ବାଘ…

ଭାଲୁ ଆକ୍ରମଣରେ ୫ ଆହତ

ଠାକୁରମୁଣ୍ଡା,୨୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ସାତକୋଶିଆ ରେଞ୍ଜ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର କୋଇଲିପାଳ ଗ୍ରାମ ନିକଟ ଜଙ୍ଗଲରେ ଗୁରୁବାର ସକାଳେ ଏକ ଭାଲୁ ଆକ୍ରମଣରେ ୫ ଜଣ ଆହତ…

ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…

ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ…

କାଶ, କଫ ଭଲ କରେ ଗୋଲମରିଚ

ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍‌। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ।…

ରାସ୍ତା ପାରବେଳେ ଜୀବନ ହାରୁଛନ୍ତି ଜୀବଜନ୍ତୁ: ଅଣ୍ଡରପାସ୍‌ ନିର୍ମାଣ ଦାବି

କେନ୍ଦୁଝର, ୨୩ା୮ (ସ୍ବ.ପ୍ର.)-ରାଜ୍ୟ ଏବଂ କେନ୍ଦ୍ର ସରକାର ବନ୍ୟ ପ୍ରାଣୀଙ୍କ ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ…

କୃଷି ଋଣ ନ ମିଳିବା ପ୍ରତିବାଦରେ ଧାରଣା

ଗୋପ, ୨୨।୮(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ବଡ଼ତରା ସେବା ସମବାୟ ସମିତିରୁ ଚାଷୀମାନଙ୍କୁ କୃଷି ଋଣ ମିଳୁ ନ ଥିବା ନେଇ ଚାଷୀମାନେ ଗୁରୁବାର ୫ରୁ ଊର୍ଦ୍ଧ୍ୱ ମିଳିତ…

ପଞ୍ଚଶୀଳ ନୀତି ଅର୍ଥନୈତିକ ବିକାଶରେ ବାଟ କଢ଼ାଇଥିଲା

ସାକ୍ଷୀଗୋପାଳ, ୨୨।୮ ( ଡି.ଏନ୍‌. ଏ.)-ସାକ୍ଷୀଗୋପାଳ କଲେଜରେ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଏକ ଆଲୋଚନା ଗୁରୁବାର କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଇହିହାସ ବିଭାଗ ପକ୍ଷରୁ…

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ…

ବିଶ୍ୱର ସବୁଠୁ ଲମ୍ବା ଜିଭ ଥିବା ବ୍ୟକ୍ତି

ଦୁନିଆରେ ଏଭଳି କିଛି ଲୋକଙ୍କୁ ଦେଖିଥିବେ, ଯେଉଁମାନେ ନିଜର ଅଦ୍ଭୁତ କଳା କାର୍‌ନାମା ପାଇଁ ବିଶ୍ୱବାସୀଙ୍କୁ ଚକିତ କରି ରଖିଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ ନେପାଳର…

ଛାତ୍ର ସଂସଦ ନିର୍ବାଚନ ବାତିଲ: କଲେଜ, ବିଶ୍ୱବିଦ୍ୟାଳୟକୁ ଜଣାଇଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି…