୩୦ ମିନିଟ୍‌ ପରେ ରାୟ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର ହୋଇଛନ୍ତି।…

୭୦ ବର୍ଷ ଧରି ଟ୍ରାଫିକ୍‌ ଜାମ୍‌

ଟ୍ରାଫିକ୍‌ ଜାମ୍‌ ସମସ୍ୟାକୁ ସମସ୍ତେ ଉଣା ଅଧିକେ ଅଙ୍ଗେଲିଭାଇ ଥିବେ। ହେଲେ ଏମିତି ଏକ ଟ୍ରାଫିକ୍‌ ଜାମ୍‌ର କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। କାରଣ ଏଠି ଦୀର୍ଘ…

ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା…

ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ…

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି।…

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର…

ଜଷ୍ଟିସ୍‌ ବି.ପି. ଦାସ ଓଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ଗୁରୁବାର ଜଷ୍ଟିସ ବିମଳ ପ୍ରସାଦ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ସେ ପୁରୀ ଶ୍ରୀମନ୍ଦିର ସଂସ୍କାର କମିଶନର…

‘କାଳିଆ ଯୋଜନା’ରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ସରିଛି। ଇତିମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ୨୭ ତାରିଖ ସୁଦ୍ଧା ପଞ୍ଚାୟତସ୍ତରରେ…

ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି।…

୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୬ରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ…