୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ…

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା…

ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି।…

ଅନୁଚ୍ଛେଦ ୩୭୦: ଜନ୍ତର ମନ୍ତରରେ ବିରୋଧୀଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଗୃହବନ୍ଦୀ ଥିବା ନେତାଙ୍କୁ ମୁକୁଳାଇବାକୁ ନେଇ ଗୁରୁବାର ଦିଲ୍ଲୀର ଜନ୍ତର ମନ୍ତରଠାରେ ବିରୋଧୀ ଦଳ ନେତାମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥିରେ କଂଗ୍ରେସ, ତ୍ରୁଣ…

ଶିକ୍ଷକ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଛାତ୍ରୀଛାତ୍ର

ନାଉଗାଁ,୨୨।୮(ସ୍ବ.ପ୍ର.): ଜଗତସିଂହପୁର ଜିଲା ଅନ୍ତର୍ଗତ ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତର ଗୋପାଳଜିଉ ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାର୍ଯ୍ୟଙ୍କୁ ବୁଧବାର ନିଲମ୍ବନ କରାଯାଇଥିଲା। ନିଲମ୍ବନ ଆଦେଶକୁ ପ୍ରତ୍ୟାହାର…

ଟିଭି ଉପସ୍ଥାପକ ହେଲେ କୋହଲି

ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ ମିଳିଛି।…

ସଙ୍କଟରେ ଭାରତୀୟ ଅର୍ଥବ୍ୟବସ୍ଥା: ଛଟେଇ, ବେକାରି ସମସ୍ୟା ଓ ଦରଦାମ୍‌ ବୃଦ୍ଧିରେ ଅସ୍ତବ୍ୟସ୍ତ ସାଧାରଣ ଲୋକେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଭାଗରେ ଭାରତୀୟ ଅର୍ଥବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ସରକାରଙ୍କ ଅଦୂରଦର୍ଶୀ ଯୋଜନା ଯୋଗୁ ଏବେ…

୬୩୦ ଲିଟର ଦେଶୀ ମଦ, ୯୭୦ ଲିଟର ମହୁଲ ପୋଚ ଜବତ : ୫ ଗିରଫ

ପାଟଣାଗଡ଼,୨୨।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ମଦ ଜବତ ସହ ୫ ଜଣଙ୍କୁ ଗିରଫ କରାଯାଇଛି। ଗୁରୁବାର ସକାଳେ ମାଜିଷ୍ଟ୍ରେଟ…

୨ ଫିଜିକାଲ ଏଜୁକେଶନ କଲେଜରୁ ସ୍ବୀକୃତି ପ୍ରତ୍ୟାହାର: ଅନ୍ଧାରରେ ଖେଳ ଶିକ୍ଷକଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ଖେଳ ଭିତ୍ତିଭୂମି ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଓଡ଼ିଶାର ଖେଳ ଭିତ୍ତିଭୂମିକୁ ନେଇ ଚର୍ଚ୍ଚା। ଭୁବନେଶ୍ୱର ଏବେ ଦେଶର ଅଘୋଷିତ କ୍ରୀଡ଼ା…

ଆର୍‌ଏଓ୍ବାଇ ଘର ପ୍ରଦାନ ପାଇଁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୨।୮: ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ୪ ନଂ ଓ୍ବାର୍ଡ ଅନ୍ତର୍ଗତ ପିଚିପିଚା ନଗରର ପ୍ରାୟ ୪୦ ପରିବାରଙ୍କୁ ରାଜୀବ ଆବାସ ଯୋଜନାରେ ଗୃହ ପ୍ରଦାନ ଦାବି…