ଏମ୍‌ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’

ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ ଦାବି…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍‌ଙ୍କ ରାମେୟାପାଟଣା ଗସ୍ତ

ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍‌ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍‌ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର ମାଡରେ…

ଜମିକୁ ମାଡୁନି କେନାଲ ପାଣି, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ…

ଚିଦାମ୍ବରମ ଗିରଫ

ନୂଆଦିଲ୍ଲୀ,୨୧ା୮:  ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍‌…

ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି

ଗୁଣପୁର,୨୧।୮(ଡି.ଏନ୍‌.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା। କିନ୍ତୁ…

ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ…

ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା…

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍‌.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ ଅଞ୍ଚଳରେ…

ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।…