ଯୋଡ଼ା, ୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୯ନଂ ଓ୍ବାର୍ଡ ଗୋପ ମହାନ୍ତି ହଟିଂ ଠାରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ନିମନ୍ତେ ଦିଆଯାଇଥିବା ପାଇପ…
କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢୀପଦରଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଧଅଁରାଖମନ, ବୁଢୀପଦର, ସିରାବାହାଲ ଗଁ।ର ଅଗ୍ରଣୀ ଚାଷୀମାନଙ୍କୁ ନେଇ…
ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ…
ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ…
ତିହିଡ଼ି,୨୧।୮(ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ କମାରିଆ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ…
ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ…
ଉତ୍ତରପ୍ରଦେଶ ଗାଜିଆବାଦ୍ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି।…
ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ ଶହ…
ମେଷ ଆଜି କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଦ୍ୱିଜା ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ଆକସ୍ମିକ ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ…
ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି…