ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରଥମ…

ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା

ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା ସାହୁଙ୍କୁ…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋର୍‌ଦାର

କେନ୍ଦୁଝର,୨୧।୮(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ…

କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ ଜୟ…

ସମୁଦ୍ରକୂଳରେ ସମୟ ବିତାଇଲେ ବିରାଟବାହିନୀ

ନୂଆଦିଲ୍ଲୀ,୨୧।୮: ଏଠାରେ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ…

ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ…

ନିଶା ଔଷଧ କାରବାର : ଜଣେ ଗିରଫ

ଯୋଡ଼ା,୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରର ସହିଦ ନଗରଠାରେ ଯୋଡା ପୋଲିସ ଚଢାଉ କରି ନିଶା ଔଷଧ ଓ ମଦ କାରବାର କରୁଥିବା ଅଭିଯୋଗରେ ଅନଓ୍ବାର ହୁସେନ୍‌ଙ୍କୁ…

କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ, ମନ୍ତ୍ରୀ

କେସିଙ୍ଗା,୨୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳକୁ ପୂର୍ତ୍ତ ଓ ଗୃହମନ୍ତ୍ରୀ ପ୍ରଫୁଲ କୁମାର ମଲିକ ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୂପିନ୍ଦର…

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା…

୧୪ ଦଫା ଦାବିରେ ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨୧।୮(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ୧୪ ଦଫା ଦାବି ନେଇ ବୁଧବାର ନିମାପଡ଼ା ବ୍ଲକ ଅଫିସ ସମ୍ମୁଖରେ ସୁରକ୍ଷା ମଞ୍ଚର ବହୁ କର୍ମକର୍ତ୍ତା ଓ ସଦସ୍ୟମାନେ…