ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ…

ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ…

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ…

ଶକ୍ତିମନ୍ତ୍ରୀଙ୍କ ଘୋଷଣାକୁ ବିରୋଧ:ସ୍ମାର୍ଟ ସିଟିରେ ପ୍ରଥମେ ଲାଗୁ ସ୍ମାର୍ଟ ମିଟର

ସମ୍ବଲପୁର,୨୧।୮(ବ୍ୟୁରୋ): ଏଣିକି ବିଦ୍ୟୁତ୍‌ ଚୋରି ରୋକିବା ପାଇଁ ରାଜ୍ୟରେ ସ୍ମାର୍ଟ ପ୍ରିପେଡ୍‌ ମିଟର ଲଗାଯିବ। ପଶ୍ଚିମ ଓଡ଼ିଶାର ସମ୍ବଲପୁର ଓ ରାଉରକେଲାରୁ ଏହା ଆରମ୍ଭ କରାଯିବ। ସୋମବାର…

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ…

ଆଜି ଘରୋଇ କଲେଜ ଅଧ୍ୟକ୍ଷଙ୍କ ସହ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟର ପ୍ରାୟ ୧ ହଜାର ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବିଭାଗୀୟ ସଚିବ ବୁଧବାର ଭିଡିଓ କନଫରେନ୍ସିଂ…

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଏହି…

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି…

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ…

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି

ପୁରୀ ଅଫିସ, ୨୧।୮-ଶ୍ରୀମନ୍ଦିରରେ ବୁଧବାର ରାହୁରେଖା ଲାଗି ହେବେ ମହାପ୍ରଭୁ। ଏଥିପାଇଁ ଅପରାହ୍ନ ପ୍ରାୟ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୫ଘଣ୍ଟା ଦର୍ଶନ ବନ୍ଦ ରହିବ।…