ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା…

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ।…

ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ବିରୋଧରେ ଅସଦ୍‌ ବ୍ୟବହାର ଅଭିଯୋଗ

ପୁରୁଷୋତ୍ତମପୁର,୨୧ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲଦାର ଓ ଅତିରିକ୍ତ ତହସିଲଦାର ବିରୋଧରେ ଅଭିଯୋଗ ଆଣିଛନ୍ତି ତହସିଲ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀ। ତହସିଲଦାର ଅରୁଣ କୁମାର ନାୟକ ଓ…

ବ୍ରହ୍ମପୁର-ସମ୍ବଲପୁର ରେଳ ଲାଇନ୍‌ ଦାବି ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବେ ବିଭିନ୍ନ ସଙ୍ଗଠନ

ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।…

ନରେନ୍ଦ୍ରପୁରରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ଶେରଗଡ଼,୨୧ା୮(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ମଙ୍ଗଳବାର ୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଗୋଟିଏ ପରିବାରର ଦୁଇ ଭାଇ। ଉଭୟଙ୍କୁ ଜ୍ୱର ହେବାରୁ ସନ୍ଧ୍ୟାରେ…

ବର୍ଷାରେ ବେହାଲ ରେଶମ ସହର

ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ…

ନିଶା ନିବାରଣ ଅଭିଯାନପାଇଁ ଅଣ୍ଟା ଭିଡ଼ିଲେ ମହିଳା

ବଡବିଲ, ୨୧।୮ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦଲକିବସ୍ତିର ଶତାଧିକ ମହିଳା ନିଶା ନିବାରଣ ଅଭିଯାନ ପାଇଁ ଅଣ୍ଟା ଭିଡିଛନ୍ତି। ମା’ ଠାକୁରାଣୀ ମହିଳା ସମିତି…

ଆଜି ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ଏକତରଫା ଚାଲିଛି ପ୍ରସ୍ତୁତି, ହାତ ଟେକି ଦେଇଛି ବିଜେଡି

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୧ା୮- ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ଚାଲିଛି ଏକତରଫା ପ୍ରସ୍ତୁତି । ଗତ ରାଜ୍ୟ ସଭା ନିର୍ବାଚନ ଭଳି ଭାଜପାକୁ…

ଭଙ୍ଗାଘରେ ଚାଲିଛି ସମିତି କାର୍ଯ୍ୟାଳୟ

ଝୁମ୍ପୁରା, ୨୧।୮ (ଡି.ଏନ.ଏ.)-ଚାଷୀ ଓ ଚାଷ ସହିତ ଓତପ୍ରୋତ ଭାବେ ଜଡିତ ଝୁମ୍ପୁରା ବୃହଦାଗାର ବହୁମୁଖୀ ସମବାୟ ସମିତି ଲିଃ (ଲ୍ୟାମ୍ପସ)ର କାର୍ଯ୍ୟାଳୟ, ଗୋଦାମ ଗୃହ ଏବେ…

ପୂଜାସ୍ଥଳୀ ଥିଲେ ବି ହେଉନି ବିକାଶ

କେନ୍ଦୁଝର, ୨୧ା୮- ଅବହେଳିତ ପୂଜା ସ୍ଥଳୀଗୁଡିକର ପୁନରୁଦ୍ଧାର କରିବା ସହ ପୁରାତନ ସଂସ୍କୃତିର ସୁରକ୍ଷା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବିକାଶ ହୋଇପାରୁନାହିଁ।…