ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ବାଗଡ଼ିଆ-ଛେଣ୍ଡିପଦା ରାସ୍ତା ଅବରୋଧ

ଛେଣ୍ଡିପଦା,୨୦।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବାଗଡ଼ିଆ ବଡ଼ଯୋରା ନିକଟରେ ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ଟାଙ୍ଗିର ପଞ୍ଚାୟତ ପାଣପଶିର ମିଶ୍ର ମାଝୀଙ୍କ…

ଡ୍ୟାନ୍ସିଂ ଡାକ୍ତରଙ୍କ ଭିଡିଓ ଭାଇରାଲ

ବିଶାଖାପଟନମ୍‌,୨୦।୮:ପ୍ରତିଭା ଆଗରେ ହାର୍‌ ମାନିଲା ବୟସ। ପରିଣତ ବୟସରେ ପହଞ୍ଚିି ମଧ୍ୟ ଏପରି ଡ୍ୟାନ୍ସ କରିଛନ୍ତି ଜଣେ ବ୍ୟକ୍ତି, ଯେ କି ରାତାରାତି ପାଲଟିଯାଇଛନ୍ତି ସୋସିଆଲ ମିଡିଆର…

କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ

ବେଙ୍ଗାଲୁରୁ,୨୦।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯାଇଛି। ଏଥିରେ ୧୭ ଜଣ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଜୁଲାଇ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ…

ଚନ୍ଦ୍ରର କକ୍ଷପଥରେ ସଫଳତାର ସହ ପ୍ରବେଶ କଲା ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୦।୮: ଚନ୍ଦ୍ରୟାନ-୨ ମଙ୍ଗଳବାର ଭାରତୀୟ ସମୟ ପୂର୍ବାହ୍ନ ୯ଟା ୨ରେ ଚନ୍ଦ୍ରର କକ୍ଷପଥରେ ସଫଳତାର ସହିତ ପ୍ରବେଶ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ…

ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ,୨୦।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ମଙ୍ଗଳବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ୩୫୪ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ…

ବିବାହ କରିବାକୁ ଯାଉଛନ୍ତି ଆଦିତ୍ୟ ରୟ କପୁର

ବଲିଉଡର ଆଉ ଜଣେ ଅଭିନେତା ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଆଶିକ୍‌-୨ ଫେମ୍‌ ଆଦିତ୍ୟ ରୟ କପୁର ଗର୍ଲଫ୍ରେଣ୍ଡ୍‌ ଦିଭା ଧାଓ୍ବନଙ୍କ ବିବାହ କରିବାକୁ ଯାଉଛନ୍ତି।…

ସମଲ ଥାନା ଅଞ୍ଚଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି…

କର୍ମସ୍ଥଳକୁ ନକଲି ଦାଢି ଲଗାଇ ଗଲେ ମହିଳା ବୈଜ୍ଞାନିକ:ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୦।୮:ଆମେରିକାରେ ମହିଳା ବୈଜ୍ଞାନିକମାନେ ଏକ ଅଜବ ଢଙ୍ଗରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସବୁ ପ୍ରତିଭା ଥାଇ ସୁଦ୍ଧା ସେମାନଙ୍କୁ କର୍ମସ୍ଥଳରେ ଭେଦଭାବର ଶିକାର ହେବାକୁ ପଡୁଛି। ଏହାକୁ…

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି। ଧୀବରମାନଙ୍କୁ…

ପୃଥିବୀ ଉପରେ ଆକ୍ରମଣ କରିପାରନ୍ତି ଏଲିଏନ୍‌

ନୂଆଦିଲ୍ଲୀ,୨୦।୮: ଏପର୍ଯ୍ୟନ୍ତ ସମସ୍ତେ କେବଳ ଏଲିଏନ୍‌ ଓ ୟୁଏଫ୍‌ଓର ନାଁ ଶୁଣିଛନ୍ତି। ହେଲେ ଏହାର ଉପସ୍ଥିତି ସମ୍ପର୍କରେ ଏଯାବତ୍‌ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ଆଉ…