ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା।…
ଯାଜପୁର ଅଫିସ,୨୦।୮- ଯାଜପୁର ଜିଲାର ସର୍ବାଧିକ ସରକାରୀ ରାଜସ୍ବ ଆଦାୟ ହେଉଥିବା ଧର୍ମଶାଳା ପଞ୍ଚାୟତ ସମିତି (ବ୍ଲକ)ରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଏହି ବ୍ଲକରେ…
ଧର୍ମଶାଳା,୨୦।୮(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ…
କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ ପ୍ରବାହିତ…
ନୂଆଦିଲ୍ଲୀ,୨୦ା୮(ପି.ଟି.): ବାଲାକୋଟ ଏୟାରଷ୍ଟ୍ରାଇକ୍ ପରେ ପାକିସ୍ତାନ ଭିତରେ ପଶି ପାରମ୍ପରିକ ଯୁଦ୍ଧ ପାଇଁ ଭାରତୀୟ ସେନା ପୂରା ଦମ୍ରେ ପ୍ରସ୍ତୁତ ଥିଲା। ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ…
ଯାଜପୁର ରୋଡ,୨୦୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ସଭା ଗୃହରେ ସୋମବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମିନାଙ୍କ ମିଳିତ…
ନୂଆଦିଲ୍ଲୀ/ହରିଦ୍ୱାର/ରୂପନଗର, ୨୦ା୮(ପି.ଟି.): ଉତ୍ତର ଭାରତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷାଜନିତ ବନ୍ୟା ପରିସ୍ଥିତି ଯୋଗୁ ସୋମବାର ସୁଦ୍ଧା ୩୮…
ଡୁବୁରୀ,୨୦ା୮(ଡି.ଏନ୍.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି…
ଜଗତ୍ସିଂହପୁର ଅଫିସ,୨୦ା୮: ଜଗତ୍ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ…
ରାସୋଳ,୨୦ା୮(ଡି.ଏନ.ଏ.)କିଡ୍ନୀ ରୋଗରେ ପୀଡ଼ିତ ସ୍ବାମୀଙ୍କୁ ବଞ୍ଚାଇବାକୁ ଟଙ୍କା ଯୋଗାଡ଼ କରୁଥିବା ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ବାମୀ। ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ସୋମବାର ଘଟିଛି…