ସୁଧାଂଶୁ ଷଡ଼ଙ୍ଗୀ ପୋଲିସ କମିଶନର: ସତ୍ୟଜିତ୍‌ ମହାନ୍ତି ହେଲେ ଜେଲ ଏଡିଜି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନ୍‌ ସିଟି ପୋଲିସ କମିଶନର ଥିବା ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର…

କୋଇଲା ଉତ୍ତୋଳନ ପରେ ହେଉନି ବାଲି ଫିଲିଂ

ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍‌ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍‌ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ କୋଇଲା…

ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଏମିତି: ଶିକ୍ଷକ କରୁଛନ୍ତି କିରାଣି କାମ

ଅନୁଗୋଳ ଅଫିସ, ୨୦।୮- ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଅନୁଗୋଳ ଜିଲାରେ ୩ ବର୍ଷ ହେଲା ଶିକ୍ଷକ ନିଯୁକ୍ତି ଦେଇନାହାନ୍ତି। ଏପରି କି…

ଅସ୍ୱାସ୍ଥ୍ୟକର ପରିବେଶରେ ଜିଲା ମୁଖ୍ୟ ଡାକ୍ତରଖାନା

କେନ୍ଦୁଝର, ୨୦ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସର ଉପଯୁକ୍ତ ସଫେଇ ହେଉନାହିଁ କିମ୍ବା ଏହାର ତଦାରଖ ହେଉ ନ ଥିବାରୁ ପରିସରରେ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା…

ଫୋରେନ୍‌ସିକ ପରୀକ୍ଷା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାଟି ଖୋଳି ବାହାର କରାଗଲା ମହିଳାଙ୍କ କଙ୍କାଳ

ଚାନ୍ଦବାଲି,୨୦।୮ (ଡି.ଏନ.ଏ.) - ମୃତ୍ୟୁର ୫ ବର୍ଷ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମହିଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ଶ୍ମଶାନରୁ ମାଟି ଖୋଳି ଅସ୍ଥି, କଙ୍କାଳ…

ଉଦ୍‌ଘାଟନ ପରଠାରୁ ପ୍ରକଳ୍ପ ଅଚଳ: ଗଣା ଚାଲିଛି ବିଦ୍ୟୁତ୍‌ ବିଲ୍‌

ଭଦ୍ରକ ଅଫିସ, ୨୦।୮- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଓଲଙ୍ଗ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପାର୍ଶ୍ୱରେ ଥିବା ଏକ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ ପରଠାରୁ…

ବୈତରଣୀରେ ଜଳସ୍ତର ବୃଦ୍ଧି: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଭଣ୍ଡାରିପୋଖରୀ, ୨୦।୮ (ଡି.ଏନ.ଏ.) - ବୈତରଣୀ ନଦୀର ଆଖୁଆପଦାଠାରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ୬ଟାଠାରୁ ଜଳସ୍ତର ଆଖୁଆପଦାଠାରେ ଦ୍ରୁତଗତିରେ ବୃଦ୍ଧି ପାଇବା ଆରମ୍ଭ…

କ୍ଷେତ୍ର ସେବା ବେଳେ ଅସୁବିଧା ଭୋଗୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ, ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୦।୮- ବିଦ୍ୟୁତ୍‌ କ୍ଷେତ୍ରରେ କାର୍ଯ୍ୟକ୍ଷମତାକୁ ତ୍ୱରାନ୍ବିତ କରିବା ନେଇ ବାରିପଦା ପାୱାର ଏମ୍ପ୍ଲୋଇଜ ୟୁନିୟନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଘେରାଉ କରାଯାଇଛି। ଏଥିସହ ନିର୍ବାହୀ ଯନ୍ତ୍ରୀଙ୍କ…

ବିଦ୍ୟୁତ୍‌ ସଂଯୋଗ ଦାବି ନେଇ ବିକ୍ଷୋଭ

ଉଦଳା,୨୦ା୮(ଡି.ଏନ.ଏ)- ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଂଗଠନ କପ୍ତିପଦା ଉପଖଣ୍ଡ ପକ୍ଷରୁ ସୋମବାର ଉଦଳା ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଆଦିବାସୀ…

ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍‌ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଖୁଣ୍ଟା,୨୦ା୮(ଡି.ଏନ୍‌.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ କେନ୍ଦ୍ରରେ…