ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ ମଧ୍ୟରେ…
ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ କାର୍ଯ୍ୟାଳୟକୁ…
ବାଲେଶ୍ୱର ଅଫିସ/ବସ୍ତା, ୨୦।୮(ସ୍ବ.ପ୍ର.)-ଉତ୍ତରଓଡ଼ିଶାରେ ଗତ ୫ଦିନ ଧରି ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ସଦର ବ୍ଲକର…
ବ୍ୟସ୍ତବହୁଳ ଜୀବନରେ କ୍ଲାନ୍ତି ଆସିବା ସ୍ବାଭାବିକ କଥା। ଏହା ସହିତ ବିଭିନ୍ନ ଚିନ୍ତାରେ ଯୋଗୁ କେତେକଙ୍କୁ ରାତିରେ ନିଦ ଆସେନାହିଁ। ନିଦ ଶରୀର ପାଇଁ ଅତି ଜରୁରୀ।…
ଫୁଲବାଣୀ ଅଫିସ, ୨୦ା୮: ପୋଲିସ ଆଖିରେ ଧୂଳି ଦେଇ ବୁଲୁଥିବା ଗଞ୍ଜେଇ ବ୍ୟବସାୟୀ ବାଳକୃଷ୍ଣ ସ୍ବାଇଁ ଶେଷରେ ଗିରଫ ହୋଇଛନ୍ତି। ତାଙ୍କ ଘର ଫୁଲବାଣୀ ସହର ଇଲେକ୍ଟ୍ରି…
ଫୁଲବାଣୀ ଅଫିସ, ୨୦ା୮-ଚାଉଳ ହେରଫେର ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ…
ଭଞ୍ଜନଗର,୨୦।୮(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ । ଜିଲାପାଳଙ୍କ ନିକଟକୁ ମୋଟ ୨୮୬…
ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି।…
ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ ସାରି…
ବ୍ରହ୍ମପୁର ଅଫିସ,୨୦ା୮-ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍) ଆୟୁର୍ବେଦ ମହାବିଦ୍ୟାଳୟ ନୂତନ ଛାତ୍ର ସଂସଦର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି ା…